୧୨୦ଘଣ୍ଟାର ଅପରେସନ ପରେ ତେଲେଙ୍ଗାନରୁ ଗିରଫ ହୋଇଛି ଗ୍ୟାଙ୍ଗଷ୍ଟର ହାଇଦର । ପୁଲିସର ଦୁଇଟି ଟିମ୍ ତେଲେଙ୍ଗାନା ପ।ଇ ଛାନ୍ଭିନ୍ ପରେ ଧରାପଡିଥିଲା ସେଖ୍ ହାଇଦର । ତେବେ ଦୀର୍ଘ ୧୬ ବର୍ଷ ପରେ ହାଇଦର ଫେରାର ହେବା ପଛରେ କିଛି ଷଡନ୍ତ୍ର ଥିଲା କି? ନା ଅଲଗା କିଛି ରହସ୍ୟ ଅଛି । ଏନେଇ ତଦନ୍ତ ଆରମ୍ଭ ହୋଇଛି ।
BREAKING NEWS
- କୋଭିଡ୍ ଭ୍ୟାକ୍ସିନ ସାର୍ଟିଫିକେଟରୁ ହଟିଲା ପ୍ରଧାନମନ୍ତ୍ରୀଙ୍କ ଫଟୋ, ଜାଣନ୍ତୁ ଏହା ପଛର କାରଣ…
- ମୋଦୀଙ୍କୁ କଟାକ୍ଷ କରୁଥିଲେ ଏବେ ବାରଣାସୀରୁ ଦେବେ ଟକ୍କର, ଜାଣନ୍ତୁ କିଏ ଏହି କମେଡିଆନ୍
- ଗତକାଲି ସଂଧ୍ୟାରେ ଟିକିଏ ଆଶ୍ୱସ୍ତି ପରେ ଆଜି ସକାଳେ ଖରା ଦେଖାଇଲାଣି ଟ୍ରେଲର, ତାଳଚେରରେ ୩୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ
- ମୋଷ୍ଟୱାଣ୍ଡେଡ୍ ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବ୍ରାରକୁ ଗୁଳି କରି ହତ୍ୟା
- ଦୁଇ ସିଆରପି ନିର୍ବାଚନୀ ସଭାରେ ହୁଳହୁଳି ପକାଇ ନିଲମ୍ବିତ
- ହିଟ୍ ଆଣ୍ଡ ରନ୍ : ସୁରେଶ ରାଇନାଙ୍କ ୨ ଭାଇଙ୍କ ମୃତ୍ୟୁ
- ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ନିଳାଦ୍ରୀ ମଣ୍ଡପ
- ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ବିଏସଏଫ୍ ଯବାନଙ୍କ ଗୁଳିରେ ଅନୁପ୍ରବେଶକାରୀ ନିହତ
- ଆସନ୍ତକାଲି ନାମାଙ୍କନ ଦାଖଲର ଶେଷ ତାରିଖ, ଆଜି କଂଗ୍ରେସ ଘୋଷଣା କରିବ ଆମେଠି ଓ ରାୟବରେଲି ଲୋକସଭା ଆସନର ପ୍ରାର୍ଥୀ
- ନବୀନ କଣ୍ଟାବାଞ୍ଜି ଆସନ ପାଇଁ ଭରିବେ ନାମାଙ୍କନ