ଭୁବନେଶ୍ୱର: ଓଡ଼ିଶାରେ ଧୀରେ ଧୀରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣ । ସେହିପରି କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ନୂଆପଡ଼ାରେ କରୋନାରେ ଏଯାଏ ୩୨ ଜଣ ମୃତ୍ୟୁବରଣ କରିଥିବା ବେଳେ ରାୟଗଡ଼ାରେ ଏହି ସଂଖ୍ୟା ୪୬ ଓ କେନ୍ଦୁଝରେ ମହାମାରୀ ନେଲାଣି ୩୯ ଜୀବନ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୫୩କୁ ବୃଦ୍ଧି ପାଇଛି ।
BREAKING NEWS
- ଆଜି ମହାକାଶ ଯାତ୍ରା କରିବେ ପ୍ରଥମ ଭାରତୀୟ ସ୍ପେସ୍ ଟୁରିଷ୍ଟ ଗୋପୀଚାନ୍ଦ ଥୋଟାକୁରା
- ବିବାଦୀୟ ନେତା ସମୀର ଦାଶ ବଦଳାଇଲେ ଦଳ, ମୋଦୀଙ୍କୁ ରୋଡ୍ ଶୋ ପୂର୍ବରୁ ବିଜେପିକୁ ଲାଭ ନା କ୍ଷତି?
- ଜମ୍ମୁକାଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ: ୧ମୃତ,୨ଆହତ
- ଜୋତା ବ୍ୟବସାୟୀଙ୍କ ଘରେ ବିଡ଼ା ବିଡ଼ା ଟଙ୍କାର ପାହାଡ଼, ୪୦ କୋଟିରୁ ଅଧିକ ଟଙ୍କା ଜବତ
- କେନ୍ଦୁଝରରେ ହେବିୱେଟଙ୍କ କଡ଼ା ଟକ୍କର: ରାଜନାଥ, ନବୀନଙ୍କ ଗସ୍ତକୁ ନେଇ ରାଜନୀତି ଚଳଚଞ୍ଚଳ
- ଓଡ଼ିଶା ଡ୍ୟାନ୍ସ ଏକାଡ଼େମୀର ୩୭ତମ ବାର୍ଷିକ ନୃତ୍ୟୋତ୍ସବ ‘ନୃତ୍ୟମ୍ବଦା’ ଉଦଯାପିତ
- ଧାରାବାହିକ ଉପନ୍ୟାସ : ଈଶ୍ୱର ମରିଗଲା ପରେ (୩)
- କବିତା ନିରନ୍ତର : ଭୁଲ୍, ଠିକ୍ ଭେଦ
- ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ
- କବିତା : ସକାଳ ଆସେ ବୋଲି