Latest Odisha News

BREAKING NEWS

ଆଜି ସନ୍ଧ୍ୟାରେ ଟିକା ଉତ୍ପାଦନକାରୀଙ୍କ ସହିତ ମୋଦିଙ୍କ ବୈଠକ, ନିଆଯିବ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଟିକାନିର୍ମାତା କମ୍ପାନୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକ ବସିବ । ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଟିକାର ଅଭାବ ଦେଖା ଦେଲାଣି । ଟିକାକରଣ ଉତ୍ପାଦନକୁ ବୃଦ୍ଧି କରିବାକୁ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ମୋଦି । 

ମୋଦି କହିଛନ୍ତି, ଅଧିକରୁ ଅଧିକ ଲୋକଙ୍କୁ କରୋନା ଟିକା ଦେବାକୁ ଉଦ୍ୟମ କରାଯାଉଛି । ମେ’ ପହିଲାରୁ ୧୮ ବର୍ଷରୁ ଅଧିକ ବୟସର ଲୋକେ କୋଭିଡ ଟିକା ନେଇପାରିବେ ।

Leave A Reply

Your email address will not be published.