ବାରିପଦା: ମୟୂରଭଞ୍ଜ ସାଂସଦ ବିଶେଶ୍ବର ଟୁଡୁ ଡାକ୍ତରଖାନାରେ ଭର୍ତ୍ତି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପ୍ରଥମେ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଡାକ୍ତର ଏସସିବି ଡାକ୍ତରଖାନାକୁ ପଠାଇଛନ୍ତି ।
BREAKING NEWS
- ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଫସିଲେ ଅନିରୁଦ୍ଧାଚାର୍ଯ୍ୟ
- Cold Wave: ହାଡଭଙ୍ଗା ଶୀତରେ ଥରୁଛି ଓଡିଶା: ୧୦ ଡିଗ୍ରୀ ତଳେ ୧୨ ସହର
- ରାୟବରେଲି-ଆମେଠି-ଇଟାୱାରେ ମଧ୍ୟ ମୁସଲମାନମାନେ ଜିତିପାରିବେ: ଏପରି କାହିଁକି କହିଲେ ଓୱେସି ?
- Firing: ଅନୁଗୁଳରେ ଫୁଟିଲା ଗୁଳି; ଜଣେ ଗୁରୁତର,କାରଣ…
- PM Modi-Netanyahu Phone Call: ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କାହିଁକି କଲେ ଫୋନ୍ ?
- Buildings collapse: ଭୁଷୁଡ଼ି ପଡିଲା ୨ଟି କୋଠା; ଚାଲିଗଲା ୨୨ ଜୀବନ,ଅନେକ ଆହତ
- ସାମ୍ବାଦିକାଙ୍କୁ ଆଖି ମାରିଲେ ପାକିସ୍ତାନୀ ସେନା ପ୍ରବକ୍ତା, ଭିଡିଓ ଭାଇରାଲ…
- RBIରେ ଇଣ୍ଟର୍ନସିପ୍ର ବଡ଼ ସୁଯୋଗ, ମାସକୁ ମିଳିବ ଏତେ ଟଙ୍କା
- ବେଆଇନ କଫ୍ ସିରପ ଚୋରାଚାଲାଣ ମାମଲାରେ ୧୮୧ ଗିରଫ
- ଦୁଇ ଦିନିଆ ମଣିପୁର ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Comments are closed.