ଛତିଶଗଡ଼ : ଛତିଶଗଡ଼ ବିଜାପୁରରେ ପୁଣି ଯବାନଙ୍କୁ ଅପହରଣ କଲେ ମାଓବାଦୀ । ବିଜାପୁର ଜିଲ୍ଲା ଗଙ୍ଗାଲୁରୁ ଥାନା ଅନ୍ତର୍ଗତ ପାଲନାର ଗାଁରୁ ଡିଆରଜି ଯବାନ ମୁରଲୀ ତାତିଙ୍କୁ ଉଠାଇ ନେଇଛନ୍ତି ମାଓବାଦୀ । ବସ୍ତର ଜବଲପୁରରେ କାର୍ଯ୍ୟରତ ଥିବା ବେଳ, ଛୁଟିରେ ଗାଁକୁ ଫେରିଥିଲେ ଯବାନ ମୁରଲୀ ତାତି । ଯବାନଙ୍କୁ ମାଓବାଦୀମାନେ ଅପହରଣ କରିଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି । କିଛିଦିନ ପୂର୍ବରୁ ବିଜାପୁରରେ କୋବ୍ରା ଯବାନ ରାକେଶ୍ବର ସିଂ ମାନହାସଙ୍କୁ ଅପହରଣ କରି ନେଇଥିଲେ ମାଓବାଦୀ । ହେଲେ ପରେ ଛାଡ଼ି ଦେଇଥିଲେ ।
BREAKING NEWS
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- ବୁଡିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ଭାସିଗଲେ ବାପା
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ବଜ୍ରାଘାତରେ ଚାଲିଗଲା ୨ଜୀବନ; ୨ ଗୁରୁତର ମେଡିକାଲରେ ଭର୍ତ୍ତି
- ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବାବେଳେ ଚଢ଼ାଉ; ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଗିରଫ
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
Comments are closed.