ଭୁବନେଶ୍ୱର: ରାଜ୍ୟରେ କରୋନା କାୟା ବଢୁଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୯ଶହ ୬୫କୁ ବୃଦ୍ଧି ପାଇଛି ।
BREAKING NEWS
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
Comments are closed.