ଭୁବନେଶ୍ୱର: ଘାତକ ହେଉଛି ମହାମାରୀ । ରାଜ୍ୟରେ ସଂକ୍ରମଣ ସହ ବଢିଛି ଦୈନିକ ମୃତ୍ୟୁସଂଖ୍ୟା । କ୍ରମାଗତ ଦ୍ୱିତୀୟ ଦିନରେ କରୋନା ଆଉ ୮ ଜୀବନ ନେଇଛି । ଏମାନଙ୍କ ଭିତରେ ଅଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ । ସେହିପିର ବାଲେଶ୍ୱର, ବରଗଡ଼, ଭଦ୍ରକ, ନୂଆପଡ଼ା ବଲାଙ୍ଗିର ଓ କଟକ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୮୧କୁ ବୃଦ୍ଧି ପାଇଛି ।
BREAKING NEWS
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
Comments are closed.