ଖୋର୍ଦ୍ଧା: କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ଖୋର୍ଦ୍ଧା ଅଞ୍ଚଳରୁ ଏତେ ପରିମାଣର ଧଳା ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କୁ ପଚରାଉଚରା କରୁଛି ଏସଟିଏଫ୍ । ଏତେ ପରିମାଣର ବ୍ରାଉନସୁଗର ସେମାନ ଆଣିଲେ କେଉଁଠୁ ? ରାଜ୍ୟର କେଉଁ ସବୁ ସ୍ଥାନକୁ ଚାଲାଣ କରୁଥିଲେ ? କିଏ ବ୍ରାଉନସୁଗର ରାକେଟର ମାଷ୍ଟରମାଇଣ୍ଡ ? ଏହି କାମରେ ଆଉ କେଉଁମାନେ ସାମିଲ ଅଛନ୍ତି ? ଏମିତି ଅନେକ ପ୍ରଶ୍ନର ଉତ୍ତର ଗିରଫ ଅଭିଯୁକ୍ତଙ୍କ ପାଖରୁ ବାହାର କରୁଛି ଏସଟିଏଫ୍ । ବିଶେଷ ସୂତ୍ରରୁ ଖବର ପାଇଁ ଚଢ଼ାଉ ବେଳେ ଏସଟିଏଫକୁ ଏହି ସଫଳତା ମିଳିଛି ।
BREAKING NEWS
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…
- ସେନା ମେଡାଲ୍ ବିଜେତାଙ୍କୁ ଆଜୀବନ ଟ୍ରେନ୍ ଯାତ୍ରା ମାଗଣା
- Flight Scare: ଆକାଶରେ ହଠାତ୍ ଥରିଲା ଫ୍ଲାଇଟ୍, ଭୟରେ ‘ୱାହେଗୁରୁ’ ଜପିଲେ ଶେହନାଜ ଗିଲ୍…ତା’ ପରେ କିଛି ଏମିତି ହେଲା…
- UPI vs Cash: କେଉଁଟି ଅଧିକ ଟଙ୍କା ସଞ୍ଚୟ ହୁଏ?

Comments are closed.