ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ କମିଛି ସଂକ୍ରମଣ ଓ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ଦୁଇ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯ଶହ ୮୮କୁ ବୃଦ୍ଧି ପାଇଛି । ରାଜ୍ୟରେ ମୃତ୍ୟୁହାର ରହିଛି ୦.୪୮ ପ୍ରତିଶତ ।
BREAKING NEWS
- ଶିଶୁ କର୍କଟ ଚିକିତ୍ସା ନିମନ୍ତେ ଏମଓୟୁ ସ୍ୱାକ୍ଷର…
- ୬୦ ବର୍ଷ ପୂର୍ବେ CIA ହିମାଳୟରେ ଏମିତି ଜନିଷ ହଜାଇ ଦେଇଥିଲା, ଏହା ପରମାଣୁଠୁ ବି ଭୟଙ୍କର ! ଆଜି ବି ରହିଛି ସେଠି
- ପ୍ରଭାତ ଓ ବିରଞ୍ଚିଙ୍କୁ ଓଡ଼ିଆ ଭାଷାର ଶ୍ରେଷ୍ଠ ପ୍ରୁଫ୍-ସଂଶୋଧକ ଭାବେ ସମ୍ମାନିତ
- ଗୋଟିଏ ଘଣ୍ଟା ସଂସଦ ଚାଲିଲେ କେତେ ଟଙ୍କା ଖର୍ଚ୍ଚ ହୁଏ ? ଶୀତକାଳିନ ଅଧିବେଶନରେ ବର୍ତ୍ତମାନ ଯାଏ କେତେ ହୋଇଛି ଖର୍ଚ୍ଚ…
- ଓଡ଼ିଶା ପୋଲିସର ନୂଆ ୱେବସାଇଟ୍ ଲଞ୍ଚ କଲେ ଡିଜିପି
- ଗୋଟିଏ ଫଳର ଦାମ ୩୦ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି ଏତେ ମହଙ୍ଗା
- ବଢ଼ିଲା କୃଷି ବିଦ୍ୟାନିଧି ଯୋଜନାରେ ଆବେଦନ ଅବଧି, ଜାଣନ୍ତୁ କେବେ ରହିଛି ଆବେଦନର ଶେଷ ତାରିଖ
- ଦିଲ୍ଲୀ ବାୟୁ ପ୍ରଦୂଷଣ: ସ୍କୁଲରେ ଅନଲାଇନ କ୍ଲାସ କରିବାକୁ ସରକାରଙ୍କ ନିର୍ଦ୍ଦେଶ
- ବାଜିଲା ବିଏମସି ନିର୍ବାଚନ ବିଗୁଲ, କେଉଁଦିନ ହେବ ଭୋଟିଂ ଓ କାଉଣ୍ଟିଂ ଜାଣନ୍ତୁ…
- ଦୁର୍ନୀତି ମାମଲାରେ ପୂର୍ବତନ ସରପଞ୍ଚ ଓ ଗ୍ରାମ ସଂଯୋଜକ ଦୋଷୀ ସାବ୍ୟସ୍ତ
Comments are closed.