ସମ୍ବଲପୁର:ସମ୍ବଲପୁରକୁ ରାଜ୍ୟ ସରକାରଙ୍କ ୧୮୮ କୋଟିର ଭେଟି, ଦୂର ହେବ ଜଳକଷ୍ଟ । ରାଜ୍ୟ କ୍ୟାବିନେଟର ଏହି ସ୍ବତନ୍ତ୍ର ପ୍ଲାନ ପାଇଁ ଟେଣ୍ଡର ଅନୁମୋଦନ ଶେଷ ହୋଇଛି । ଏହି ଯୋଜନା ଦ୍ବାରା ଜିଲ୍ଲାର ସମସ୍ତ ଉପାନ୍ତ ଅଞ୍ଚଳକୁ ପର୍ଯ୍ୟାପ୍ତ ବିଶୁଦ୍ଧ ଜଳ ଯୋଗାଣ ହୋଇପାରିବ । ସମ୍ବଲପୁର ମହାନଗର ନିଗମ ସହ ୬ଟି ବ୍ଲକରେ ପାଣି ପହଞ୍ଚା ଯାଇପାରିବ ।
BREAKING NEWS
- Recover suspected IED: ବସ୍ ଷ୍ଟାଣ୍ଡ ନିକଟରୁ ସନ୍ଦିଗ୍ଧ IED ଓ ଅସ୍ତ୍ରଶସ୍ତ୍ର ଜବତ; ୩ଗିରଫ
- ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧର ଆଶଙ୍କା: ଆମେରିକା ଘାଟି ଉପରେ ‘ପ୍ରଥମ ପ୍ରହାର’ କରିବ ଇରାନ!
- ହକି ବିଶ୍ୱକପ: ସେମିରେ ପ୍ରବେଶ ପାଇଁ ଏବେ ବି ଭାରତ ନିକଟରେ ରହିଛି ସୁଯୋଗ
- ବିଜେଡିର ସାଂଗଠନିକ ପୁନର୍ବିନ୍ୟାସ: ନୂଆ ରୂପରେ ‘ବିଜୁ ଶ୍ରମିକ ସମ୍ମୁଖ୍ୟ’, ନବୀନଙ୍କ ମୋହର
- Jaish Headquarters: ପାକିସ୍ତାନରେ ପୁଣି ଠିଆ ହେଉଛି ଜୈଶ୍ର ଆତଙ୍କୀ ଆଡ୍ଡା;ସାଟେଲାଇଟ୍ ଚିତ୍ରରୁ ପଦାରେ ପଡ଼ିଲା ISIର ଚକ୍ରାନ୍ତ
- ବେକରେ ରହିଛି କଳା ଦାଗ, ଦେହରେ ଗୁଡ଼ା ହୋଇଛି ବେଡସିଟ୍: କେନ୍ଦୁଝର ଗୁଟୁରରେ ମହିଳାଙ୍କୁ ବିଭତ୍ସ ହତ୍ୟା ଅଭିଯୋଗ
- ଗାଡ଼ି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସାଉଥ୍ ସୁପରଷ୍ଟାର ଅଜିଥ କୁମାର
- ଚୀନ୍ ସହ ସୀମା ବିବାଦ ନେଇ ଆଲୋଚନା କରିବେ ଅଜିତ ଡୋଭାଲ: ବେଜିଂ ପାଇଁ ‘ଲକ୍ଷ୍ମଣ ରେଖା’ ଟାଣିଲା ଭାରତ
- ବ୍ରାଣ୍ଡେଡ୍ ଘଣ୍ଟା ନାଁରେ କରୁଥିଲେ ନକଲି ଘଣ୍ଟା ବିକ୍ରି; ୪ ଗିରଫ,ଶହ ଶହ ନକଲି ଘଣ୍ଟା ଜବତ
- ନୂଆ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ଢାକାର ସଂକେତ, ଭାରତ ପାଇଁ ବଢ଼ିଲା ସୁରକ୍ଷା ଚିନ୍ତା

Comments are closed.