ଶ୍ରେଷ୍ଠ ନିର୍ଦ୍ଦେଶିକା ଭାବେ ଓସ୍କାର ଆୱାର୍ଡ ପାଇଲେ କ୍ଲୋଇ ଜାଓ । ପ୍ରଥମ ଏସୀୟ ମହିଳା ଭାବେ ସମ୍ମାନୀତ । ‘ନୋମାଡଲାଣ୍ଡ’ ଫିଲ୍ମର ନିର୍ଦ୍ଦେଶନା ନେଇଥିବା ଚୀନ୍ର କ୍ଲୋଇଙ୍କୁ ମିଳିଛି ଏକାଡେମୀ ଆୱାର୍ଡ । ପରିଣତ ବୟସରେ ଜୀବନ ଜୀଇଁବାର ସଂଘର୍ଷକୁ ଫିଲ୍ମରେ ରୂପ ଦେଇଛନ୍ତି ‘କ୍ଲୋଇ’ । ଯାହାକି ବେଶ୍ ଉଚ୍ଚ ପ୍ରଶଂସିତ ହୋଇଛି ।
BREAKING NEWS
- ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ଆଉ ୨ଟି ଗେଟ୍
- ଭାରତୀୟ ପ୍ରତିନିଧିଙ୍କୁ CWG ପତାକା ହସ୍ତାନ୍ତର; ୨୦୩୦ରେ ଅହମ୍ମଦାବାଦରେ ହେବ…
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- ବୁଡିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ଭାସିଗଲେ ବାପା
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ବଜ୍ରାଘାତରେ ଚାଲିଗଲା ୨ଜୀବନ; ୨ ଗୁରୁତର ମେଡିକାଲରେ ଭର୍ତ୍ତି
- ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବାବେଳେ ଚଢ଼ାଉ; ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଗିରଫ
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
Comments are closed.