ଛତ୍ରପୁର: ବିଳମ୍ବିତ ରାତିରେ ମାତିଲେ ଲୁଟେରା । ବ୍ୟାଙ୍କ ଏଟିଏମ୍ ତାଡି ଟଙ୍କା ଲୁଟ୍ ଉଦ୍ୟମ । ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଥିବା ଇଣ୍ଡିଆନ୍ ବ୍ୟାଙ୍କ ATMରୁ ଟଙ୍କା ଚୋରି ଉଦ୍ୟମ ଅଭିଯୋଗ ହୋଇଛି । ବିଳମ୍ବିତ ରାତିରେ ATM ସର୍ଟର ଓ ମେସିନ୍ ତାଡ଼ି କିଛି ଦୁର୍ବୃତ୍ତ ଲୁଟ୍ ଉଦ୍ୟମ କରିଥିଲେ । ତେବେ ଏଟିମଟି କାର୍ଯ୍ୟକ୍ଷମ ନଥିଲା । ଟଙ୍କା ଲୁଟ୍ ହୋଇ ନଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛି ପୋଲିସ ।
BREAKING NEWS
- ତୃତୀୟ ପର୍ଯ୍ୟାୟ ମତଦାନ କାଲି, ୧୧ ରାଜ୍ୟର ୯୩ ଆସନର ହେବ ଭାଗ୍ୟ ନିରୀକ୍ଷଣ
- ଓଡ଼ୃିଶାରେ କିଏ ଗଢ଼ିବ ସରକାର? ମୋଦୀ ଦେଲେ ତାରିଖ, ପାଣ୍ଡିଆନ୍ ଦେଲେ ତାରିଖ ସହିତ ସମୟ
- ପ୍ରକାଶ ପାଇଲା ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ
- ସ୍ବାମୀ ସହ ଝଗଡା ପରେ ୬ ବର୍ଷର ଦିବ୍ୟାଙ୍ଗ ପୁଅକୁ କୁମ୍ଭୀର ମୁହଁକୁ ଫିଙ୍ଗିଲା ମା’
- ବିଜେଡି ସୁପ୍ରିମୋଙ୍କୁ ମୋଦୀଙ୍କ ଟାର୍ଗେଟ; ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ମୁଁ ନୁହେଁ
- ଟି୨୦ ବିଶ୍ୱକପରେ ଆତଙ୍କବାଦୀ ଆକ୍ରମଣ ଧମକ
- କନିଷିରୁ ମୋଦୀଙ୍କ ବଡ଼ ଦାବି, ତ୍ରିପୁରା ଭଳି ଏଥର ଓଡ଼ିଶାର ନିର୍ବାଚନ ଫଳାଫଳ ହେବ?
- ଆନ୍ଧ୍ର ଡିଜିପିଙ୍କୁ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ
- ବ୍ରହ୍ମପୁରରେ ମୋଦୀଙ୍କ ଅଭିଭାଷଣ; ଜୁନ୍ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍, ୧୦ରେ ମୁଖ୍ୟମନ୍ତ୍ରୀ ଶପଥ ନେବେ
- ମନ୍ତ୍ରୀଙ୍କ ସହଯୋଗୀଙ୍କ ଘରେ ଇଡି ରେଡ୍; ମିଳିଲା ଟଙ୍କାର ପାହାଡ, ନୋଟ୍ ଗଣିଗଣି ମେସିନ ହାଲିଆ !