ଭୁବନେଶ୍ବର : ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ ଏକ୍ସପ୍ରେସରେ ବନ୍ଦ ହେଲା ପ୍ୟାଣ୍ଟ୍ରି କାର୍ ସେବା । ଆଜିଠାରୁ ପୁରୀରୁ ଛାଡ଼ିବାକୁ ଥିବା ୦୨୮୦୧/୦୨୮୦୨ ପୁରୁଷୋତ୍ତମ ଏକ୍ସପ୍ରେସରେ ବନ୍ଦ ହୋଇଛି ପ୍ୟାଣ୍ଟ୍ରି କାର୍ ସେବା । ସେହିପରି ଦିଲ୍ଲୀରୁ ଛାଡ଼ିବାକୁ ଥିବା ପୁରୁଷୋତ୍ତମ ଏକ୍ସପ୍ରେସରେ ୩୦ ତାରିଖରୁ ପ୍ୟାଣ୍ଟ୍ରି କାର୍ ସେବା ବନ୍ଦ କରିବାକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି । ତେଣୁ ଏହି ଏକ୍ସପ୍ରେସରେ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ନିଜ ନିଜ ଖାଦ୍ୟ ବ୍ୟବସ୍ଥା କରି ଯାତ୍ରା କରିବାକୁ ପରାମର୍ଶ ଦିଆଯାଇଛି । ଏନେଇ ସୂଚନା ଦେଇଛି ଇଷ୍ଟକୋଷ୍ଟ ରେଲୱେ । ଦିନକୁ ଦିନ କରୋନାର ପ୍ରକୋପ ବଢ଼ି ଚାଲିଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ଯାତ୍ରୀମାନେ ଟ୍ରେନ୍ ଯାତ୍ରା ସମୟରେ ନିଜ ଖାଦ୍ୟପେୟର ବ୍ୟବସ୍ଥା କରିବାକୁ କୁହାଯାଇଛି ।
BREAKING NEWS
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
Comments are closed.