ଭୁବନେଶ୍ୱର: କରୋନା କଟକଣାର ଉଲ୍ଲଂଘନ । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍ ହୋଇଛି । କୋଭିଡ୍ ନିୟମ ଉଲ୍ଲଂଘନ ହେଉଥିବାରୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ । ଆସନ୍ତାକାଲି ଶନିବାର ଓ ତାପରଦିନ ରବିବାର ସପ୍ତାହାନ୍ତ ସଟ୍ଡାଉନ ରହିଛି । ଏହି ହିସାବରେ ଆଜିଠାରୁ ୩ ଦିନ ଯାଏଁ ଇନ୍ଦ୍ରଧନୁ ମାର୍କେଟ ବନ୍ଦ ରହିବ । ସୋମବାର ଦିନ ଖୋଲିବ । ଅଧିକ ଗହଳି କରିବା ସବ ଲୋକ କୋଭିଡ୍ ନିୟମର ଉଲ୍ଲଂଘନ କରୁଛନ୍ତି । ବଜାରରେ ଭିଡ଼ ହେଉଛି । ସାମାଜିକ ଦୂରତା ରକ୍ଷା କରୁ ନାହାନ୍ତି ଉଭୟ ଦୋକାନୀ ଓ ଗ୍ରାହକ ।
BREAKING NEWS
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
- ବଜେଟରେ ନିର୍ମଳା ସୀତାରମଣଙ୍କ ଶାଢ଼ି ସ୍ୱାଗ୍, ପ୍ରତ୍ୟେକ ଥର ଏକ ଭିନ୍ନ ଶୈଳୀ ଆସନ୍ତି ନଜର…
- ନନ୍ଦନକାନନରେ କୁମ୍ଭୀର ମୃତ; ୮ ଦିନରେ ୫…
- Development Projects In Subarnapur: ସୁବର୍ଣ୍ଣପୁର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬୩୩ କୋଟିର ପ୍ରକଳ୍ପ ଘୋଷଣା,ଓପନ୍ ଏୟାର ଥିଏଟର ପାଇଁ ୧୧.୨୩ କୋଟି
- Union Budget 2026: ଟିକସ ସ୍ଲାବରେ ମଧ୍ୟବିତ୍ତ ବର୍ଗଙ୍କ ପାଇଁ କଣ ରହିଛି…
Comments are closed.