ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ହୋଇଛି । ଆସନ୍ତା ୧୫ ତାରିଖ ଯାଏ ସାମୟିକ ବନ୍ଦ ପାଇଁ ନିଷ୍ପତ୍ତି ହୋଇଛି । ତାପରେ ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି ଚୂଡ଼ାନ୍ତ ହେବ ।
BREAKING NEWS
- ପ୍ରକାଶ ପାଇଲା ଓଏସଏସଟିଇଟି ପରୀକ୍ଷା ଫଳ
- ଚେନ୍ନାଇ -ମଦୁରାଇରେ ଏଫ୍ଆଇଏଚ୍ ଜୁନିୟର ପୁରୁଷ ହକି ବିଶ୍ୱକପ୍
- ଆଇଟା-ଓଟିଏ ଟ୍ୟାଲେଂଟ ସିରିଜ: ସୂର୍ଯ୍ୟାଂଶ, ସାଇରାଂଶ ମାରିଲେ ବାଜି
- ଆଇପିଏଲ ଆୟରୁ କୋହଲିଙ୍କ କଟିଯିବ ୮ କୋଟି ଟଙ୍କା
- ଏପ୍ରିଲ ୨ରୁ ଖାତାଦେଖା; ମେ ୧୫ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ
- ନକ୍ସଲଙ୍କ ବିସ୍ଫୋରଣ ଯୋଜନା ପଣ୍ଡ; ୪୫ କିଲୋ ଲ୍ୟାଣ୍ଡମାଇନ ଉଦ୍ଧାର
- ଅଫିସିଆଲ ଘୋଷଣା,ନିର୍ଦ୍ଦେଶନା ଦେବେ ହ୍ରିିତିକ ରୋଶନ
- ପୁଣି ବଢିଲା ତାତି, ଝାରସୁଗୁଡ଼ାରେ ୪୨ .୨ ଡିଗ୍ରୀ ରେକର୍ଡ
- ବେଆଇନ ଗୁଟ୍ଖା ଚାଲାଣବେଳେ ମାଡି ବସିଲା ପୋଲିସ
- ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ
Comments are closed.