ଭୁବନେଶ୍ବର : ମହାମାରୀ ସମୟରେ ରାଜ୍ୟରେ ଜାରି ରହିଛି ଟିକାକରଣ । ସାରା ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଚାଲିଛି । ଏଭଳି ସ୍ଥିତିରେ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ତୁରନ୍ତ ଟିକା ଦେବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି । ଏଥିପାଇଁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ତୁରନ୍ତ ଟିକା ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କାର୍ଯ୍ୟରତ ସାମ୍ବାଦିକଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କ ଘୋଷଣା ପରେ ସାମ୍ବାଦିକଙ୍କୁ ଟିକା ଦିଆଯାଉଛି ।
BREAKING NEWS
- ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରି ଫରେଷ୍ଟର ଗିରଫ
- ଭୁବନେଶ୍ୱର ବିମାନବନ୍ଦରରୁ ସାପ ଓ କଇଁଛ ଜବତ, ଜଣେ ଗିରଫ
- ଲଭ୍, ସେକ୍ସ ଏବଂ ଧୋକା: ଖାକି ପୋଷାକରେ ଲାଗିଲା ଦାଗ, ଗିରଫ ହେଲେ ଏସଆଇ ବାବୁ
- ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ ଜେପି ନଡ୍ଡା
- ୬୪ ଲକ୍ଷରୁ ଅଧିକ ଟଙ୍କା ଅନିୟମିତତା ମାମଲାରେ ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ
- ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା
- ମିଆଁମାରରେ ଭାରତର ଅପରେସନ୍ ବ୍ରହ୍ମା, ୧୫ଟନ୍ ରିଲିଫ୍ ସାମଗ୍ରୀ ସହ ପହଞ୍ଚିଲା ବିମାନ
- ଗତ ୩ ବର୍ଷରେ ୧୯ ହଜାର ୨୦୦ କୋଟି ଟଙ୍କାର ରାଜସ୍ବ ଆଦାୟ କରିଛନ୍ତି ପୂର୍ବ ସରକାର
- ଜାଣନ୍ତୁ କେଉଁ ରଙ୍ଗର ଖାଦ୍ୟ ଖାଇଲେ, ଶରୀରକୁ ମିଳେ କି ଲାଭ
- ରାଜ୍ୟର ହାଇକୋର୍ଟ ବାର୍ ଆସୋସିଏସନ୍ ନିର୍ବାଚନ, ସଭାପତି ପଦ ପାଇଁ ତ୍ରିମୁଖି ଲଢ଼େଇ
Comments are closed.