ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ଜଣେ ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି।
ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା। ସେ ଦୈନିକ ଖବରକାଗଜ ‘ସମ୍ବାଦ’ର ବ୍ରହ୍ମପୁର ପ୍ରତିନିଧି ଭାବେ କାର୍ଯ୍ୟ କରୁଥିଲେ।
ତେବେ ସେ ଦୀର୍ଘଦିନ ଧରି କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଅପରପକ୍ଷେ ରାଜ୍ୟରେ କରୋନା ମହାମାରୀରେ ଏଯାବତ୍ ୧୭ ଜଣ ସାମ୍ବାଦିକଙ୍କ ଦେହାନ୍ତ ଘଟିଛି।
Comments are closed.