ଛତିଶଗଡ଼ : ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି ମାହାମାରୀ କରୋନା । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି । କରୋନା ମହାମାରୀ ଭିତରେ ଏବେ ଆଉ ଏକ ବଡ଼ ଖବର ଆସିଛି । ତାହା ପୁଣି ମାଓବାଦୀଙ୍କୁ ନେଇ । ଛତିଶଗଡ଼ ଦାନ୍ତେଓ୍ବାଡାରେ ଏବେ ୫୦ରୁ ଅଧିକ ମାଓବାଦୀ ହୋଇଛନ୍ତି କରୋନା ପଜିଟିଭ୍ । ୨୫ ଲକ୍ଷ ଟଙ୍କା ପୁରସ୍କାର ରଖା ଯାଇଥିବା ମାଓନେତ୍ରୀ ସୁଜାତା ବି କରୋନାରେ ଆକ୍ରାନ୍ତ ହୋଇଛି । ଏନେଇ ଦାନ୍ତେୱାଡ଼ା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି । ତେବେ ଏହି ମାଓବାଦୀମାନେ ଆତ୍ମ ସମର୍ପଣ କଲେ ସେମାନଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଦାନ୍ତେୱାଡ଼ା ଏସପି ।
BREAKING NEWS
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
Comments are closed.