ପୁରୀ: ଶ୍ରୀମନ୍ଦିର ଆନନ୍ଦବଜାରରେ ଦୁଇ ସେବାୟତା ହାତାହାତି । ଜଣେ ସେବାୟତଙ୍କ ଆକ୍ରମଣରେ ଆଉ ଜଣେ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତ ହେଲେ ହରେକୃଷ୍ଣ ସୁଆର । ତାଙ୍କୁ ଚିକିତ୍ସା ପାଇଁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଆକ୍ରମଣକାରୀ ସେବାୟତ ହେଉଛନ୍ତି ବୁଲୁ ପଣ୍ଡା । କୌଣସି କାରଣକୁ କେନ୍ଦ୍ର କରି ହରେକୃଷ୍ଣ ଓ ବୁଲୁଙ୍କ ମଧ୍ୟରେ ଯୁକ୍ତିତର୍କ ପରେ ପିଟାପିଟି ହୋଇଥିଲେ । ଏନେଇ ସିଂହଦ୍ୱାରା ଥାନାରେ ଏତଲା ପରେ ତଦନ୍ତ କରୁଛି ପୋଲିସ ।
BREAKING NEWS
- ଓଡ଼ିଶାରେ ଆୟୋଜିତ ହେବ ଏଫ୍ଆଇଭିବି ବିଚ୍ ଭଲିବଲ୍ ଏଫ୍ଆଇଭିବି
- ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି: ବୈଜୟନ୍ତ ପଣ୍ଡାଙ୍କୁ ପୁଣି ମିଳିଲା ଆସାମ ଦାୟିତ୍ବ
- Bargarh MLA: ନବୀନଙ୍କ ପରେ ବର୍ଦ୍ଧିତ ବେତନ ଦାନ କରିବେ ଏହି ବିଧାୟକ….
- ମାଲକାନଗିରିରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍ ସେବା
- ଚୀନ ସରକାରଙ୍କ ନୂଆ ଯୋଜନା, ପିଲା ଜନ୍ମର ସବୁ ଖର୍ଚ୍ଚ ବହନ କରିବେ ସରକାର
- ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ମାଷ୍ଟର୍ସ ୨୦୨୫; ଉନ୍ନତି ହୁଡ଼ା ମହିଳା ଚମ୍ପିୟାନ, କିରଣ ଜର୍ଜ ପୁରୁଷ ଚମ୍ପିୟାନ
- ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଆକ୍ରମଣ ଘଟଣା: ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ
- Sachin gifts Messi : ମେସିଙ୍କୁ ନିଜ ଜର୍ସି ଉପହାର ଦେଲେ ସଚିନ
- Mohammad Mokim: କଂଗ୍ରେସରୁ ବହିଷ୍କୃତ ପରେ ପ୍ରତିକ୍ରିୟା ରଖିଲେ ମୋକିମ୍, କଂଗ୍ରେସ ମୋ ବିଚାରଧାରାରେ…
- Cold Wave: ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବ ନାହିଁ
Comments are closed.