Latest Odisha News

BREAKING NEWS

ଘୁଞ୍ଚିଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା

ନୂଆଦିଲ୍ଲୀ: ଘୁଞ୍ଚିଲା ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ୟୁପିଏସ୍‌ସି ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ପୂର୍ବରୁ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଆସନ୍ତା ମାସ ଜୁନ୍ ୨୭ ହେବାର ଥିଲା। ଏବେ ଏହାକୁ ଅକ୍ଟୋବର ୧୦କୁ ଘୁଞ୍ଚାଇ ଦିଆଯାଇଛି।

ଏହା ଅକ୍ଟୋବର ୧୦, ୨୦୨୧ରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି।

Comments are closed.