ପୁରୀ: ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଆଉ ୧୦ ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା କଲେକ୍ଟର ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ଏହାକୁ ମିଶାଇ ମୋଟ ୧୮ ଜଣ ସେବାୟତଙ୍କ ସମେତ ୧୨ ଜଣ ମହାରାଣା ସେବାୟତ ଏବଂ ୬ ଜଣ ଭୋଇ କରୋନା ସଂକ୍ରମିତ ହୋଇଛନ୍ତି ବୋଲି ସେ କହିଛନ୍ତି।
କରୋନା ଆକ୍ରାନ୍ତ ହୋଇଥିବା ସେବାୟତମାନଙ୍କୁ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ସେ କହିଛନ୍ତି।
Comments are closed.