ଫୁଲ୍ ଯୋଶ୍ରେ ମାଡି ଆସୁଛି ୟଶ୍ । ସାମୁଦ୍ରିକ ଝଡ଼ ୟଶ୍ ପାରାଦୀପ-ସାଗରଦୀପ ମଝିରେ ଲ୍ୟାଣ୍ଡ ଫଲ୍ କରିବା ନେଇ ସବୁଆଡେ ସତର୍କ ସୂଚନା । ଆଗକୁ ପୁର୍ଣ୍ଣିର୍ିର୍ମା ଥିବାରୁ ବିପଦ ବଢିବାର ଆଶଙ୍କା କରାଯାଉଛି । ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ସହ ପବନ ବହିବ । ସେହିଭଳି ବାତ୍ୟା ସମୟରେ ମୁକାବିଲା ପାଇଁ ସରକାରଙ୍କ ଆକ୍ସନ ପ୍ଲାନ୍ । ୫ ବରିଷ୍ଠ ଆଇଏସ୍ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ତଳିଆ ଅଞ୍ଚଳ ଲୋକମନେଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରାଯାଉଛି । ଲୋକଙ୍କ ସୁରକ୍ଷା ନେଇ ବିଭିନ୍ନ ସ୍ଥାନ ମାନଙ୍କରେ ସଜାଗ ରହିଛି ପ୍ରଶାସନ ।
BREAKING NEWS
- ଜେଲେନସ୍କିଙ୍କୁ ସମାଲୋଚନା କଲେ ଟ୍ରମ୍ପ: ନୂତନ ରାଷ୍ଟ୍ରପତି ଆସିବାର ସମୟ ଆସିଯାଇଛି
- ଭୋଟର ତାଲିକାରେ ନାମ ସାମିଲ ପାଇଁ ସ୍ୱତନ୍ତ୍ର ଅଭିଯାନ;ଯୁବ ଭୋଟରମାନଙ୍କଠାରୁ ୩୨,୦୬୭ଟି ଫର୍ମ-୬ ଆବେଦନପତ୍ର ଗ୍ରହଣ
- Attack on Airport:ସାଉଦି ଆରବ ଉପରେ ହୁତି ବିଦ୍ରୋହୀଙ୍କ ଆଉ ଏକ ଆକ୍ରମଣ;ବିମାନବନ୍ଦରକୁ କରାଗଲା ଟାର୍ଗେଟ
- ୧୪ ବର୍ଷରେ ୬.୮ ଲକ୍ଷ ପେଙ୍ଗୁଇନ୍ ଗାଏବ ! ଆଣ୍ଟାର୍କଟିକାର ସର୍ବବୃହତ କଲୋନୀରେ ଘଟିଲା କ’ଣ ?
- ରୋନାଲ୍ଡୋଙ୍କ ଉପରେ ବଡ଼ କାର୍ୟ୍ୟାନୁଷ୍ଠାନ: ଏଫପିଏଫ ପକ୍ଷରୁ ଅସ୍ଥାୟୀ ଭାବେ କରାଗଲା ସସପେଣ୍ଡ
- ଜେଏସ୍ଡବ୍ଲ୍ୟୁ ଷ୍ଟିଲର ଓଡ଼ିଶା ଖଣି ବିଭାଗ ପକ୍ଷରୁ ‘ମାନସିକ ସ୍ୱାସ୍ଥ୍ୟ’ କାର୍ଯ୍ୟକ୍ରମ ଆୟୋଜିତ
- ସଚିନଙ୍କ ପୁଅଙ୍କ ସହ ଅନ୍ୟାୟ ! ୫୦ ୱିକେଟ୍ ନେବା ପରେ ମଧ୍ୟ ଅର୍ଜୁନଙ୍କୁ ଗୋଆ ଦଳରୁ କରାଗଲା ବାହାର
- ସାମୀଙ୍କ ବଡ଼ ବୟାନ: ଟିମ୍ ଇଣ୍ଡିଆରେ ଚୟନ ନହେବା ମୋ ପାଇଁ କୌଣସି କ୍ଷତି ନୁହେଁ
- ଅଭିଜିତ୍ ଦୀପକେଙ୍କ ଜେଜେ ମା’ଙ୍କ ଦେହାନ୍ତ, ଏଭଳି କହିଲା ଦିଲ୍ଲୀ ପୋଲିସ…
- CJP Delhi protest: କକ୍ରୋଚ ପ୍ରତିବାଦରେ ସାମିଲ ଓକିଲ ଅଟକ, CJI କହିଲେ…


Comments are closed.