ଯାଜପୁର : ଯାଜପୁର ଜିଲ୍ଲା ପାଣିକୋଇଲିରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ୍ । ୧୬ ନମ୍ବର ଜାତୀୟ ରାଜପଥର ବ୍ରଜନଗର ନିକଟରେ କାମ ଚାଲିଥିବା ବେଳେ ଭୁଶୁଡି ପଡ଼ିଛି ନର୍ମାଣାଧୀନବ୍ରିଜ୍ । ତେବେ ବ୍ରିଜ୍ ଭୁଶୁଡିବା ସମୟରେ କାମ ବନ୍ଦ ଥିବାରୁ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଏହାସହ ନିର୍ମାଣାଧୀନ ବ୍ରିଜ୍ ନିକଟରେ ଡାଇଭର୍ଟ ରାସ୍ତା ଥିବାରୁ ଗମନାଗମନ ମଧ୍ୟ ପ୍ରଭାବିତ ହୋଇନାହିଁ ।
BREAKING NEWS
- LPG cylinder at ₹500: ଏଲପିଜି ସଙ୍କଟ ମଧ୍ୟରେ, ମାତ୍ର ୫୦୦ ଟଙ୍କାରେ ଟାଙ୍କି ଦେଉଛନ୍ତି ଦୁଇ ଭାଇ
- Isreal Iran US Ceasefire: ମଧ୍ୟପ୍ରାଚ୍ୟରେ ଫେରିଲା ଶାନ୍ତି! ଜାଣନ୍ତୁ ଇରାନର ୧୦-ସୂତ୍ରୀ ସେଇ ଯୋଜନା, ଯାହା ମାନିଲା ଆମେରିକା!
- ଉଛୁଳିଲା ସେୟାର ମାର୍କେଟ: ସେନସେକ୍ସ ୨୭୦୦ ପଏଣ୍ଟ ବୃଦ୍ଧି
- ବିଶ୍ୱ ସଙ୍କଟ ମଧ୍ୟରେ ରେପୋ ହାର ଅପରିବର୍ତ୍ତିତ
- Iran US ଯୁଦ୍ଧବିରତି ଉପରେ ଆସିଲା ନେତାନ୍ୟାହୁଙ୍କ ପ୍ରଥମ ବୟାନ, କହିଲେ, ‘ନିଜ ସର୍ତ୍ତ ସହିତ…’
- ୭ ଦିନିଆ ରିମାଣ୍ଡରେ ଯିବ କୁଖ୍ୟାତ ଅପରାଧୀ ରାଜା ସାହାଣୀ
- ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ରେଡ୍
- ATSର ବଡ଼ କାର୍ଯ୍ୟାନୁଷ୍ଠାନ, ମହିଳା ସମେତ ୫ ସନ୍ଦିଗ୍ଧ ପାକିସ୍ତାନୀ ଗୁପ୍ତଚର ଗିରଫ
- ସାରା ରାଜ୍ୟରେ ଝଡବର୍ଷା ଆଲର୍ଟ, ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
- ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକ ଶେଷ, ନିଆଗଲା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
Comments are closed.