ଭୁବନେଶ୍ୱର: କରୋନାରେ ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ ମାହାଙ୍ଗାର ପୂର୍ବତନ ବିଜେଡି ବିଧାୟକ ଥିଲେ।
ଶ୍ରୀ ବର୍ମାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ମେ ୨୬ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସେ ଜଣେ ଜଣାଶୁଣା ଶିକ୍ଷକ ନେତା ଏବଂ ସାହିତ୍ୟିକ ମଧ୍ୟ ଥିଲେ।
Comments are closed.