Latest Odisha News

ପବିତ୍ର ମହାଶିବରାତ୍ରୀରେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରୀ । ଏହି ଅବସରରେ ସାରା ରାଜ୍ୟରେ ଶିବ ମନ୍ଦିର ଗୁଡିକ ଚଳଚଞ୍ଚଳ ହୋଇପଡିଛି । ବିଶେଷକରି ଆଜି ଶୈବପୀଠ ଗୁଡିକରେ ଶିବ ପଞ୍ଚାକ୍ଷର ମନ୍ତ୍ର ଧ୍ୱନୀରେ ପ୍ରକମ୍ପିତ ହେଉଛି ମନ୍ଦିର ପରିସର । ଶ୍ରଦ୍ଧାଳୁମାନେ ଉପବାସ ରହି ମହାଦେବଙ୍କୁ ଆରାଧନା କରିବା ସହ ମନ୍ଦିରରେ ପୂଜାର୍ଚ୍ଚନା କରୁଛନ୍ତି ।

ଏହି ମହାଶିବରାତ୍ରୀ ଉପଲକ୍ଷେ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.