ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ବି ଟିମ୍ ଶ୍ରୀଲଙ୍କା ଗସ୍ତରେ ଯିବେ । ସୋମବାର ଏହାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ୧୩ରୁ ୨୫ ଜୁଲାଇ ମଧ୍ୟରେ ୩ଟି ଏକଦିବସୀୟ ମ୍ୟାଚ ଏବଂ ୩ଟି ଟି୨୦ ମୁକାବିଲା ହେବ । ଏହାର ପ୍ରସାର ଦାୟିତ୍ୱ ନେଇଥିବା ସୋନୀ ପକ୍ଷରୁ ଏହି କାର୍ଯ୍ୟସୂଚୀ ଘୋଷଣା କରାଯାଇଛି । ଜୁଲାଇ ୧୩, ୧୬ ଓ ୧୮ରେ ଏବଂ ୨୧, ୨୩ ଓ ୨୫ ଜୁଲାଇରେ ଟି୨୦ ମ୍ୟାଚ ହେବ ।
ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ସିନିୟର ଟିମ୍ ଏବେ ଇଂଲଣ୍ଡ ଗସ୍ତରେ ଯାଇଛି । ଏହି ସମୟ ମଧ୍ୟରେ ଟିମ୍ ଇଣ୍ଡିଆର ବି ଟିମ୍ ଶ୍ରୀଲଙ୍କା ଗସ୍ତରେ ସୀମିତ ଓଭର ମୁକାବିଲା ଖେଳିବ । ଶିଖର ଧାୱନ, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶ୍ରେୟାସ ଆୟରଙ୍କ ମଧ୍ୟ ଅଧିନାୟକ ଭାର କିଏ ସମ୍ଭାଳିବ ତାହା ଚୂଡାନ୍ତ ହୋଇ ନାହିଁ । ଏହି ଗସ୍ତରେ ଉଦୀୟମାନ ଯୁବ ଖେଳାଳିଙ୍କୁ ସୁଯୋଗ ଦିଆଯିବ ।
BREAKING NEWS
- ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ
- ଫାଇରିଂ କରିଦେବି କହି ଅଡୁଆରେ ବିଜେଡି ନେତା ପ୍ରଦୀପ ମାଝୀ…ଥାନାରେ ଏତଲା
- Illegal Bangladeshi: ବିଳମ୍ବିତ ରାତିରେ ବାଂଲାଦେଶୀ ସନ୍ଦେହରେ ପୋଲିସର ଚଢ଼ାଉ;୨୧ ସନ୍ଦିଗ୍ଧ ଅଟକ
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
Comments are closed.