ଭୁବନେଶ୍ୱର : ଏକାମ୍ର ଯୋଜନା ପାଇଁ ପ୍ରକଳ୍ପ ପରାମର୍ଶ ଦାତା କମିଟିର ଅଧ୍ୟକ୍ଷ ହେଲେ ଡକ୍ଟର ସନ୍ତୃପ୍ତ ମିଶ୍ର । କମିଟିରେ ପୂର୍ତ୍ତ ସଚିବ, ରାଜସ୍ୱ ସଚିବ, ବିଏମସି କମିଶନର, ଦେବୋତ୍ତର କମିଶନର ଓ ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ସଦସ୍ୟ ରହିବେ । ସେହିପରି କମିଟିରେ ୩ଜଣ ସେବାୟତ ମଧ୍ୟ ରହିବେ । ଏକାମ୍ରକ୍ଷେତ୍ର ବିକାଶ ପାଇଁ ଘୋଷଣା କରିଥିଲେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । କରାଯାଇଥିବା ଯୋଜନା ଅନୁସାରେ ଲିଙ୍ଗରାଜ ମନ୍ଦିର ଚାରିପାଖରେ ୮୦ଏକର ଜମିର ବିକାଶ କରାଯିବ । ଲିଙ୍ଗରାଜ ମନ୍ଦିର କଳାକୃତିର ସୁରକ୍ଷାକୁ ଗୁରୁତ୍ୱ ଦେଇ ବିକାଶ ପ୍ଲାନ୍ କରିଥିଲେ ଖୋଦ୍ ମୁଖ୍ୟମନ୍ତ୍ରୀ ।
ଡକ୍ଟର ସନ୍ତୃପ୍ତ ମିଶ୍ର ଏବେ ଆଦିତ୍ୟ ବିର୍ଲା ଗ୍ରୁପର ମାନବ ସମ୍ବଳ ନିର୍ଦ୍ଦେଶକ ଅଛନ୍ତି । ଭାରତର ପ୍ରାୟ ୪୦ରୁ ଅଧିକ ସଂସ୍ଥାର ପରାମର୍ଶଦାତା ରହିଆସିଛନ୍ତି । ପ୍ରକଳ୍ପ ପରାମର୍ଶଦାତା କମିଟି ଅଧ୍ୟକ୍ଷ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଏହା ନିଶ୍ଚିତ ଭାବେ ଏକ ଗୌରବର ବିଷୟ ବୋଲି ସେ କହିଛନ୍ତି । ରାଜ୍ୟ ପାଇଁ କିଛି କରିବାର ସୁଯୋଗ ମିଳିଛି ଯାହାକି ତାଙ୍କ ପାଇଁ ଏକ ଆଶୀର୍ବାଦ । ନିଜ ଅଭିଜ୍ଞତା ଓ ଦକ୍ଷତାରୁ ଏହି ପ୍ରକଳ୍ପ ସଫଳ ହେବ ବୋଲି ସନ୍ତୃପ୍ତ ଜଣାଇଛନ୍ତି ।
BREAKING NEWS
- ପୁରୀରେ ପୁଣି ଖଜା ଦୋକାନରେ ଚଢ଼ାଉ
- Odisha Textbook Scam: ୧୭୫ କୋଟିର ବହି, ୧୭୪୧ ତ୍ରୁଟି; ପାଠ୍ୟପୁସ୍ତକ ବିବାଦରେ PMO ହସ୍ତକ୍ଷେପ, ମୋହନ ସରକାରଙ୍କୁ ଜବାବ ତଲବ
- ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍, ୫.୧୫ ଲକ୍ଷ ଜବତ କଲା ଭିଜିଲାନ୍ସ
- ଜନସେବା କେନ୍ଦ୍ର ମାଲିକଙ୍କୁ ହତ୍ୟା ଅଭିଯୋଗ
- Odisha CAG Expose: ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳମାଳ ଅନିୟମିତତା; ୬୪୦ କୋଟି ଜରିମାନା ଆଦାୟ ହୋଇନି, DMF ଟଙ୍କାରେ ହକି ଷ୍ଟାଡିୟମ!
- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ; ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସର ସହକାରୀ ନିର୍ଦ୍ଦେଶକଙ୍କ ୭ ସ୍ଥାନରେ ରେଡ୍
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍

Comments are closed.