ଭଦ୍ରକ: କରୋନା କାଳରେ ଖାଉଟିଙ୍କ ମହଙ୍ଗା ମାଡ଼ । ତୈଳଦର ହୁ ହୁ ହୋଇ ବଢୁଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦାମ ବି ବଢୁଛି । ପେଟ୍ରୋଲ ଓ ଡିଜେଲ୍ ଦରବୃଦ୍ଧି ପ୍ରତିବାଦରେ ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପେଟ୍ରୋଲ ପମ୍ପ ଆଗରେ ୪ ଘଣ୍ଟିଆ ଗଣଧାରଣ ଦିଆଯାଉଛି । କେନ୍ଦ୍ର ସରକାରଙ୍କ ବିରୋଧରେ ବିଷୋଦଗାର କରିଛନ୍ତି କଂଗ୍ରେସ ନେତା ଓ କର୍ମୀ ।

ବିକ୍ଷୋଭକାରୀ ଅଭିଯୋଗ କରିଛନ୍ତି, ଗୋଟିଏ ପଟେ କରୋନା ମହାମାରୀ ଯୋଗୁଁ ଜୀବନ ଜୀବିକା ପ୍ରଭାବିତ ହୋଇଛି । ଅନ୍ୟପଟେ ମହଙ୍ଗା ମାଡ଼ ସାଧାରଣ ଲୋକଙ୍କୁ ଭାରି ବାଧୁଛି । ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବଢିଥିବା ବେଳେ ନିତ୍ୟ ବ୍ୟବହାର୍ୟ୍ୟ ଜିନିଷ ଦାମ୍ ବି ଆକାଶ ଛୁଆଁ ହୋଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତିକୁ କଡ଼ା ସମାଲୋଚନା କରିବା ସହ ଦରଦାମ ପ୍ରତ୍ୟାହାର ଦାବି କରିଛି କଂଗ୍ରେସ ।
BREAKING NEWS
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ
- ‘ଇ-ସଞ୍ଚାର ଆପ୍’ର ଶୁଭାରମ୍ଭ;ଖୁବଶୀଘ୍ର ଆସିବ ସାମାଜିକ ଗଣମାଧ୍ୟମ ନୀତି
- ମାଡ଼ି ଆସୁଛି ଆଉ ଏକ ଲଘୁଚାପ;୧୪ରୁ ରାଜ୍ୟରେ ଝଡି ବର୍ଷା ସମ୍ଭାବନା
- କୋହଲିଙ୍କ ସ୍ଥାନରେ ପାର୍ଥୀବ ହୋଇଥାନ୍ତେ ଅଧିନାୟକ
- ପଶ୍ଚିମବଙ୍ଗ ଉପନିର୍ବାଚନ: ନନ୍ଦୀଗ୍ରାମ ଓ ରେଜିନଗରରେ ବିଜେପିର ବାଜିମାତ; ମୁସଲିମ ବହୁଳ ଅଞ୍ଚଳରେ ଶୁଭେନ୍ଦୁଙ୍କ ବଡ଼ ବିଜୟ
- ଏସିଆନ୍ ଚାମ୍ପିଅନ୍ସ ଟ୍ରଫି ୨୦୨୬: ଓହରିଗଲା ପାକିସ୍ତାନ, ବାଂଲାଦେଶକୁ ମିଳିଲା ସୁଯୋଗ
- ସିଓଇର ଚାଂଚଲ୍ୟକର ରିପୋର୍ଟ ପଡିଲା ପଦାରେ
- Nobel Peace Prize 2026:ଟ୍ରମ୍ପ ନିରାଶ;ଭାରତୀୟ ବଂଶୋଦ୍ଭବ ନାଭି ପିଲ୍ଲାଇଙ୍କୁ ନୋବେଲ ଶାନ୍ତି ପୁରସ୍କାର
- ଏସବୁ କଲେଜରେ ନିର୍ବାଚନ ବାତିଲ; ସୁରକ୍ଷା ଦୃଷ୍ଟିକୋଣରୁ…

Comments are closed.