ବଲାଙ୍ଗିର: କରୋନା ଆକ୍ରାନ୍ତଙ୍କ ଜନ୍ମଦିନ ପାଳିଲେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ । ବଲାଙ୍ଗିର ସ୍ଥିତ କିମ୍ସ କୋଭିଡ୍ ହସ୍ପିଟାଲରୁ ଏମିତି ଚିତ୍ର ସାମନାକୁ ଆସିଛି । ଜଣେ ୯୩ ବର୍ଷୀୟ କରୋନା ସଂକ୍ରମିତ ବୃଦ୍ଧଙ୍କର ଜନ୍ମଦିନ ପାଳନ କରିଛନ୍ତି ଡାକ୍ତର । ଏଥିପାଇଁ ତାଙ୍କ ବେଡ୍ ପାଖରେ ସ୍ୱତନ୍ତ୍ର ଭାବରେ ସାଜସଜ୍ଜା ହୋଇଥିଲା । ହାପି ବର୍ଡ ଡେ ଲେଖାଥିବା କାର୍ଡ ଲାଗିଥିଲା । ବେଲୁନ୍ ବି ଲଗାଇଥିଲେ ଡାକ୍ତର ଓ କର୍ମଚାରୀ । ଏହାସହ କେକ୍ କାଟି ଜନ୍ମଦିନ ପାଳନ କରିଛନ୍ତି ବୃଦ୍ଧ ।
କିମ୍ସ କୋଭିଡ୍ ହସ୍ପିଟାଲ ଆଇସିୟୁରେ ରଖି ଚିକିତ୍ସିତ ହେଉଛନ୍ତି ୯୩ ବର୍ଷୀୟ ବୃଦ୍ଧ । ତାଙ୍କ ମନୋବଳ ବଢ଼ାଇବା ପାଇଁ ଡାକ୍ତର ଓ କର୍ମଚାରୀ ଏଭଳି ଜନ୍ମଦିନ ପାଳନ କରିଛନ୍ତି । ତାଙ୍କର ଦ୍ରୁତ ଆରୋଗ୍ୟ କାମନା ବି କରିଛନ୍ତି ସମସ୍ତେ ।
BREAKING NEWS
- ଜୟ ନାରାୟଣ ପଟ୍ଟନାୟକ ହେଲେ କଂଗ୍ରେସର ପୁରୀ ସାଂସଦ ପ୍ରାର୍ଥୀ
- ମିଶ୍ରଣ ପର୍ବ: ବିଜେଡିରେ ମିଶିଲେ ପୂର୍ବତନ ବିଶ୍ଵ ହିନ୍ଦୁ ପରିଷଦ ସଭାପତିଙ୍କ ସହ ବିଭିନ୍ନ ଦଳର ବହୁ ନେତା
- ସାଧାରଣ ନିର୍ବାଚନ ୨୦୨୪: ପ୍ରଥମ ପର୍ଯ୍ୟାୟରେ ଘରୁ ମତଦାନ କରିବେ ୪୧୫୮ ମତଦାତା
- ନାକଚ ହୋଇଯିବ କି ଲାଲୁ ଯାଦବ ଝିଅଙ୍କ ପ୍ରାର୍ଥୀପତ୍ର ?
- ୪୪ ଡିଗ୍ରୀ ସହ ବୌଦ୍ଧ ଓ ନୂଆପଡ଼ା ରାଜ୍ୟର ଉତ୍ତପ୍ତ ସହର, ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି
- ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର
- ଗୁଣୁପୁରରୁ ନବୀନ ସରକାର ଉପରେ ବର୍ଷିଲେ ସାଂସଦ ବିପ୍ଳବ କୁମାର ଦେଓ
- କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ: ଏଚଡି ରେଭନ୍ନାଙ୍କୁ ଗିରଫ କଲା ଏସିଆଇଟି
- ବାୟୁସେନା ବାହନ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ: ୫ ଯବାନ ଆହତ
- ୟୁନିସେଫ୍ ର ଭାରତର ନ୍ୟାସନାଲ ଆମ୍ବାସାଡାର ହେଲେ କରୀନା