ମାଲକାନଗିରି: ସର୍ଚ୍ଚ ଅପରେସନ୍ ବେଳେ ଜଙ୍ଗଲରୁ ମିଳିଲା ୩ଟି ଟିଫିନ୍ ବୋମା । ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ମାଣ୍ଡାପାଲି ଅଞ୍ଚଳରୁ ଜବତ କରିଛନ୍ତି ଯବାନ । ବିଏସପି ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ୍ ବେଳେ ୩ଟି ଟିଫିନ୍ ବୋମା ଜବତ ହୋଇଛି । ଏସବୁ ବିସ୍ଫୋରଣ ପାଇଁ ମାଓବାଦୀ ସଂଗଠନ ଲୁଚାଇ ରଖିଥିବା ସନ୍ଦେହ କରାଯାଉଛି । ଏବେ ଲାଲବାହିନୀର ଯୋଜନା ପଣ୍ଡ ହୋଇଛି । ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ଯବାନ ।
BREAKING NEWS
- ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ବିଜେଡି, କଂଗ୍ରେସ ଛାଡିବା ପରେ ବିଜେପିରେ ସାମିଲ ହେଲେ ଜଜ୍ଞେଶ୍ୱର ବାବୁ
- ବିବାଦ ଘେରରେ ଆଇପିଏସ ଆଶିଷ ସିଂ, ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ବିଜେପି
- ବିଜେପିରେ ଯୋଗ ଦେଲେ ସାଂସଦ ମନୋଜ ତିୱାରୀଙ୍କ ଝିଅ
- ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ମୋଦୀ, ଆରମ୍ଭ କଲେ ବିଶାଳ ରୋଡ ଶୋ
- ସହଜ ନୁହେଁ ସାନଖେମୁଣ୍ଡି
- ବିଏସପିରେ ଯୋଗ ଦେଲେ ଆପର ପୂର୍ବତନ ମନ୍ତ୍ରୀ ରାଜକୁମାର
- ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗରେ ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ
- ବାୟୁସେନା ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ, ବିଜେପିର ନିର୍ବାଚନୀ ଷ୍ଟଣ୍ଟ: ଚନ୍ନି
- ଗୁଜୁରାଟରେ ୩୫ ଜଣ ମୁସଲମାନ ପ୍ରାର୍ଥୀ ଲଢିବେ ନିର୍ବାଚନ, କଂଗ୍ରେସ କେତେ ଜଣଙ୍କୁ ଦେଲା ଟିକେଟ୍ ?