ବାରିପଦା: ପୁରୀ ଭଳି କୋଭିଡ୍ କଟକଣାରେ ବାରିପଦାରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ ଦାବି । ଏନେଇ ଆଜି ବାରିପଦାରେ ଶାନ୍ତିପୂର୍ଣ୍ଣ ପଦଯାତ୍ରା ହୋଇଛି । ଏଥିରେ ସାମିଲ ହୋଇଥିଲେ ବିଭିନ୍ନ ସଂଗଠନ ସମେତ ବହୁ ସଂଖ୍ୟାରେ ପୁରୁଷ ଓ ମହିଳା । ମଠମନ୍ଦିର ସୁରକ୍ଷା ସମିତି ପକ୍ଷରୁ ଏକ ଶାନ୍ତିପୂର୍ଣ୍ଣ ପଦଯାତ୍ରା କରାଯାଇଥିଲା । ଶ୍ରୀ ଶ୍ରୀ ହରିବଳଦେଵ ମନ୍ଦିର ନିକଟରୁ ପଦଯାତ୍ରା ବାହାରି ଇଷ୍ଟଦେବୀ ମାଆ ଅମ୍ବିକାଙ୍କ ମନ୍ଦିର ଯାଏ ଯାଇଥିଲା ।
ପଦଯାତ୍ରାରେ ବାରିପଦା ସହରର ହିନ୍ଦୁ, ମୁସଲମାନ ଆଦି ସମସ୍ତ ସମ୍ପ୍ରଦାୟର ଲୋକେ ପ୍ରାୟ ଦୁଇ ହଜାର ଅଧିକ ଲୋକ ସାମିଲ ହୋଇଥିଲେ । ହାତରେ ପ୍ଲାକାର୍ଡ ଧରି ଦାବି ଜଣାଇଥିଲେ ଆନ୍ଦୋଳନକାରୀ । ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ରଥଯାତ୍ରାକୁ ଅନୁମତି ଦେବା ପାଇଁ ଦାବି କରିଛନ୍ତି ।
BREAKING NEWS
- ପୁରୀ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୭୫ ଲୁଟେରା ଗିରଫ, ୩୦୪ ମୋବାଇଲ୍ ଜବତ
- ଓଡ୍ରାଫ୍ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର
- ସିନେମା ଜଗତ ପାଇଁ ଦୁଃଖଦ ଖବର: ଆଉ ନାହାନ୍ତି ‘ଗଜନୀ’ର ଭିଲେନ୍
- ବନ୍ୟା ମୁକାବିଲା ଓ କ୍ଷତିପୂରଣ ପ୍ରଦାନରେ ସରକାର ସମ୍ପୂର୍ଣ୍ଣ ବିଫଳ: ଓଡ଼ିଶା ଜନତା କଂଗ୍ରେସ
- ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି ବିଜେଡି ନେତା
- ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
- ଟେଷ୍ଟ କ୍ରିକେଟରେ ଅଲୋଡ଼ା ବିଶ୍ୱ ରେକର୍ଡ: ନୋ ବଲ୍’ ଯୋଗୁଁ ୧୩ଟି ୱିକେଟ ହରାଇଥିଲେ ଭାରତର ବୋଲିଂ କୋଚ
- ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ
- ୱାର୍ଲ୍ଡ ବ୍ୟାଡମିଣ୍ଟନ ଚାମ୍ପିଅନ୍ସିପ୍: ସିନ୍ଧୁଙ୍କୁ ୯ମ ଏବଂ ସାତ୍ତ୍ୱିକ୍-ଚିରାଗ ଯୋଡ଼ିଙ୍କୁ ମିଳିଲା ୫ମ ସୀଡିଂ
- ରାଜ୍ୟରେ ବନ୍ୟା ସ୍ଥିତି ସଙ୍ଗୀନ, ସରକାରଙ୍କ ଉପରେ ବର୍ଷିଲା ବିଜେଡି
Comments are closed.