ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ଜୁନ୍ ୩୦ ଯାଏ ବଢିଲା କରୋନା କର୍ଫ୍ୟୁ। କଟକଣାରେ କିଛିଟା କୋହଳ କରିଛନ୍ତି ଆନ୍ଧ୍ର ସରକାର। ଏହାସହିତ ଦୈନିକ ସନ୍ଧ୍ୟା ୬ ଟାରୁ ସକାଳ ୬ ଟା ପର୍ଯ୍ୟନ୍ତ ରାତ୍ରି କର୍ଫ୍ୟୁ ବଳବତ୍ତର ରହିବ।
ରିପୋର୍ଟ ଅନୁଯାୟୀ ଶୁକ୍ରବାର ଦିନ କରୋନା ଉପରେ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନ୍ ମୋହନ ରେଡ୍ଡୀ ଏହା ଘୋଷଣା କରିଛନ୍ତି।
Comments are closed.