ଭୁବନେଶ୍ୱର: ଓଡ଼ିଶା ମୋ ପରିବାର ସଂଯୋଜକଙ୍କୁ କୃତଜ୍ଞତା ପତ୍ର ଦେଲେ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର ଓଡ଼ିଶା ମୋ ପରିବାର ସଂଯୋଜକ ସୁବାସ ମହାରଣାଙ୍କୁ ଧନ୍ୟବାଦ ଜଣାଇଛନ୍ତି ବଲିଉଡ୍ ଅଭିନେତା ଅକ୍ଷୟ କୁମାର । ଓଡ଼ିଶା ମୋ ପରିବାର ସଂଯୋଜକ ସୁବାସଙ୍କ ସହାୟତା ପାଇଁ ଅକ୍ଷୟ ଏହି କୃତଜ୍ଞତା ପତ୍ର ପଠାଇଛନ୍ତି । ଅକ୍ଷୟଙ୍କ ବ୍ୟକ୍ତିଗତ କର୍ମଚାରୀ ଟୁଟୁ ଭୂୟାଁଙ୍କୁ ସାହାଯ୍ୟ କରଥିଲେ ସୁବାସ । ଟୁଟୁ ଭୂୟାଁଙ୍କ ପତ୍ନୀ ବ୍ରହ୍ମପୁର ମେଡିକାଲରେ ଅସ୍ତ୍ରୋପଚାର ପାଇଁ ଭର୍ତ୍ତି ହୋଇଥିଲେ । ସେଠାରୁ କୌଣସି ଖବର ତାଙ୍କୁ ମିଳିନଥିଲା । ସେ ପାଇଁ ଅକ୍ଷୟ ଓଡ଼ିଶା ମୋ ପରିବାର ସଂଯୋଜକଙ୍କ ସହିତ ଯୋଗାଯୋଗ କରିଥିଲେ ।
ବ୍ରହ୍ଣପୁର ମେଡିକାଲରେ ଭର୍ତ୍ତି ପରେ ସୁବାସ ସମସ୍ତ ସହାୟତା ଏବଂ ସାହାଯ୍ୟ କରିଥିଲେ । ଫଳରେ ଭୂୟାଁଙ୍କ ଚିକିତ୍ସା ସୁବିଧା ସହ ମେଡିକାଲରେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇପାରିଥିଲା । ଏଥିପାଇଁ ଖିଲାଡ଼ି କୁମାର ଅକ୍ଷୟ ସୁବାଷଙ୍କୁ ଧନ୍ୟବାଦ ଜଣାଇଥିଲେ ।।
BREAKING NEWS
- ସ୍କୁଲ ପରିସରରେ ମଦ୍ୟପାନ ଘଟଣା; ପ୍ରଧାନଶିକ୍ଷକ ନିଲମ୍ବିତ
- Puri Temple Land in Pak: ପାକିସ୍ତାନରେ ବି ରହିଛି ମହାପ୍ରଭୁଙ୍କ ଜମି! ୩୬ ହଜାର ଏକର ସମ୍ପତ୍ତିର ହେବ ବଡ଼ ଯାଞ୍ଚ…
- ଜୋର୍ଡାନରେ ଇରାନର ବଡ଼ ହମଲା: ଆମେରିକୀୟ ଏୟାରବେସ୍ କୁ ଟାର୍ଗେଟ୍ କଲା ଇରାନ
- ମାଲକାନଗିରିରେ ମ୍ୟାଲେରିଆ ଆତଙ୍କ
- PM-Xi Jinping Bilateral: ଆସୁଛନ୍ତି ଜିନପିଙ୍ଗ…ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ବଡ଼ ବୈଠକ?
- ଦେଶବ୍ୟାପୀ ଆସନ୍ତାକାଲି ବ୍ୟାଙ୍କ ଧର୍ମଘଟ, ସପ୍ତାହକୁ ୫ ଦିନ କାମ…
- ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- ଟ୍ରମ୍ପଙ୍କ ବଡ଼ ଘୋଷଣା : ରିପବ୍ଲିକାନ୍ ଜିତିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର
- ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Comments are closed.