ନୂଆଦିଲ୍ଲୀ: ଦେଶରେ ବିଭିନ୍ନ ବର୍ଗରେ କରୋନା ଟିକାକରଣ ଚାଲିଛି। ଏଥିପାଇଁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ୨୯.୩୫ କୋଟି ଡୋଜ୍ ଟିକା ଯୋଗାଇଦେଇଛନ୍ତି। ଏହା ସହିତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ କିପରି ସିଧାସଳଖ ଟିକା କ୍ରୟ କରିପାରିବେ ତା’ର ବ୍ୟବସ୍ଥା ମଧ୍ୟ ହୋଇଛି ବୋଲି କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ସରକାରଙ୍କ ସ୍ଥିରୀକୃତ ନୀତି ଅନୁସାରେ ବିଭିନ୍ନ ଲାବୋରେଟୋରୀରେ ପ୍ରସ୍ତୁତ ହେଉଥିବା ଟିକାର ୫୦ ପ୍ରତିଶତ ଟିକା କେନ୍ଦ୍ର ସରକାର କିଣିବେ। ଏହାକୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକୁ ମାଗଣା ଦିଆଯିବ। ଏହି କ୍ରମରେ ରାଜ୍ୟଗୁଡ଼ିକୁ ୨୯,୩୫,୦୪,୮୨୦ ଟିକା ଦିଆଯାଇଛି। ସେଥିମଧ୍ୟରୁ ଗତକାଲି ସନ୍ଧ୍ୟା ସୁଦ୍ଧା ୨୬,୩୬୨୬,୮୮୪(ନଷ୍ଟ ହୋଇଥିବା ଟିକାକୁ ମିଶାଇ) ଡୋଜ୍ ବ୍ୟବହାର ହୋଇଛି। କେନ୍ଦ୍ର ଅଂଶରୁ ଏବେ ବି ରାଜ୍ୟଗୁଡ଼ିକ ପାଖରେ ୨,୯୮,୭୭,୯୩୬ ଡୋଜ୍ ଟିକା ବଳକା ରହିଛି।
BREAKING NEWS
- ଆସନ୍ତା ୩ ଦିନ ଯାଏଁ ଭିଜିବ ଓଡ଼ିଶା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ନିର୍ବାଚନକୁ ନେଇ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା, ୯ ଅଟକ
- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ; ଅରବିନ୍ଦ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
- SIR ବିରୋଧରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ଅନେକ ନେତା ଅଟକ, CECଙ୍କ ଇସ୍ତଫା ଦାବି
- ନାଇଜେରିଆରେ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଲିଗଲା ୩୨ ଜୀବନ
- Asian Games 2026: ଝିଅ ଦେଖାଇଲେ ଦମ୍…୮୫ ପଦକ ପରେ ବି ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ! ପୂର୍ବ ଅପେକ୍ଷା କମିଲା ସଂଖ୍ୟା, ‘ସ୍ୱର୍ଣ୍ଣ’ରେ କାହିଁକି ପଛରେ ପଡ଼ିଲା ଭାରତ?
- Modi Cabinet: ବିଦା ହେବେ କି ୨ କେନ୍ଦ୍ରମନ୍ତ୍ରୀ? ରାଜ୍ୟସଭା ଲିଷ୍ଟରୁ ନାଁ ଗାଏବ! ମୋଦୀ କ୍ୟାବିନେଟରେ ବଡ଼ ପରିବର୍ତ୍ତନ ଆଭାସ!
- SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
- Gold Coin for Brides: ନବଜାତ ଶିଶୁଙ୍କୁ ସୁନାମୁଦି ପରେ ଏବେ ନୂଆ ବୋହୂଙ୍କୁ ସୁନା! ମୁଖ୍ୟମନ୍ତ୍ରୀ ହେବା ପରେ ଥାଲାପତି ବିଜୟଙ୍କ ଆଉ ଏକ ଚର୍ଚ୍ଚିତ ଯୋଜନା
- ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

Comments are closed.