ବାଲେଶ୍ୱର: ସୋର ଉପକାରାଗାରେ ଜଣେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ତାଙ୍କ ନାଁ କମଳାକାନ୍ତ ବାରିକ । ତାଙ୍କ ଶରୀରରେ କ୍ଷତ ଚିହ୍ନ ରହିଛି । ଗତକାଲି ବିଳମ୍ବିତ ରାତିରେ କମଳାକାନ୍ତଙ୍କୁ ସୋର ହସ୍ପିଟାଲ ଆଣିଥିଲେ ଜେଲ୍ କର୍ତ୍ତୃପକ୍ଷ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ତାଙ୍କର କିଭଳି ଓ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ସୋର ସବ୍-ଜେଲ ଭିତରେ ବିଚାରଧୀନ କଏଦୀଙ୍କ ସନ୍ଦେହଡନକ ମୃତ୍ୟୁ ପରେ ଅନ୍ତେବାସୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ଉଠିଛି ।
BREAKING NEWS
- ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍ପେଣ୍ଡ
- ଟିମ ଇଣ୍ଡିଆର କ୍ଲିନ ସୁଇପ ଆଶା ଧୂଳିସାତ କଲେ ହୋପ
- ୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ
- Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍ ଅଧିକାରୀ;ସନାତନ ସମ୍ପର୍କରେ ଦେଲେ ବଡ ବୟାନ
- ଐତିହାସିକ ଫୁଟବଲ୍ ମ୍ୟାଚ୍ରେ ଭାରତକୁ ୪-୦ରେ ହରାଇଲା ବ୍ରାଜିଲ; ଏଷ୍ଟେଭାଓ, ପେଡ୍ରୋ ଓ ସାମୁଏଲ୍ ଲିନୋଙ୍କ ଗୋଲ୍
- Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର ସହଯୋଗୀ
- ଭାରତୀୟ ଦଳର ଏକଦିବସୀୟରେ ନୂଆ ଛକା ରେକର୍ଡ
- CJP protest at Shivaji Park:ମୁମ୍ବାଇ ପୋଲିସର କାର୍ଯ୍ୟାନୁଷ୍ଠାନ;ଦିପକେଙ୍କ ସମେତ ୫୦୦ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ
- ଶାରଦୀୟ ଦୁର୍ଗାପୂଜା; ଆଜିଠୁ ଶ୍ରୀକ୍ଷେତ୍ରରେ ଷୋଳପୂଜା ବିଧି ଆରମ୍ଭ
- Strait of Hormuz:ହର୍ମୁଜରେ ଅଶୋଧିତ ତେଲ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ଉଦ୍ଧାର

Comments are closed.