ବାରିପଦା: ଦେବସ୍ନାନ ପୂର୍ଣ୍ଣିମାରେ ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କର ସ୍ନାନନୀତି ଅନୁଷ୍ଠିତ ହୋଇଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ମହାପ୍ରଭୁ । କରୋନା କଟକଣା ଭିତରେ ସ୍ନାନନୀତି ଅନୁଷ୍ଠିତ ହୋଇଛି । ଆଜି ରାତିରେ ଶ୍ରୀଜିଉମାନେ ଅଣସର ବିଜେ କରିବେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିନା ଭକ୍ତରେ ହୋଇଛି ସ୍ନାନଯାତ୍ରୀ । ଭକ୍ତଙ୍କ ଭିଡ଼କୁ ଏଡାଇବାକୁ ଆଗୁଆ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ମନ୍ଦିର ପରିସରରେ ୧୪୪ ଧାରା ଜାରି ହୋଇଛି । ବ୍ୟାପକ ପୋଲିସ ବି ମୁତୟନ ହୋଇଛନ୍ତି । ସୁରକ୍ଷା ଦାୟିତ୍ୱରେ ଅଛନ୍ତି ୨ ଜଣ ଡିଏସପି ଓ ୨ଜଣ ଇନିସପେକ୍ଟରଙ୍କ ସମେତ ୨୬ ପୋଲିସ ଅଧିକାରୀ ।
BREAKING NEWS
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
Comments are closed.