ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ତୃଣମୂଳସ୍ତରରେ ସଂଗଠନ ସଜାଡ଼ିବାକୁ ବିଜେଡିର କସରତ । ବିଭିନ୍ନ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଦଳ । ଏନେଇ ବିଧିବଦ୍ଧ ନିର୍ଦ୍ଦେଶନାମା ଜାରି ହୋଇଛି । ବରିଷ୍ଠ ନେତାଙ୍କୁ ୩୦ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । କିଛି ନେତାଙ୍କୁ ଦୁଇ ଦୁଇଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ଦଳ । ସୁଶୁାନ୍ତ ସିଂ ଉଭୟ ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇବେ । ସେହିପରି ଅତନୁ ସବ୍ୟସାଚୀ ନାୟକଙ୍କୁ ଗଜପତି ଓ ରାୟଗଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଛି । ପ୍ରଣବ ପ୍ରକାଶ ଦାସ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ତୁଲାଇବେ । ପ୍ରତାପ ଦେବ ବାଲେଶ୍ୱର ପର୍ଯ୍ୟବେକ୍ଷକ ହୋଇଛନ୍ତି ।

BREAKING NEWS
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…
- Low Pressure: ବଙ୍ଗୋପସାଗରରେ ୧୩ରେ ଲଘୁଚାପ! ଭିଜିବ ଦଶହରା ନା ପାଗ ରହିବ ଶୁଖିଲା? ଆସିଲା ବଡ଼ ଅପଡେଟ୍
- SI Recruitment Scam: ଏସ୍ଆଇ ନିଯୁକ୍ତି ଦୁର୍ନୀତିରେ ଇଡିର ବଡ଼ ଆକ୍ସନ୍! କୋଟି କୋଟି ଟଙ୍କାର ମନି ଟ୍ରେଲ୍ ଖୋଜୁଛି ତଦନ୍ତକାରୀ ସଂସ୍ଥା, ମୁନା ମହାନ୍ତିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍
- Student Polls: ଜେନ୍-ଜିଙ୍କୁ ଡରୁଛି ବିଜେପି? ଛାତ୍ର ସଂସଦ ନିର୍ବାଚନରେ ପକ୍ଷପାତ ଅଭିଯୋଗ, ରାସ୍ତାକୁ ଓହ୍ଲାଇବ ବିଜେଡି!
- Delhi on High Alert: ଦିଲ୍ଲୀରେ ହାଇଆଲର୍ଟ! ୪୫ ମେଟ୍ରୋ ଷ୍ଟେସନ୍ ବନ୍ଦ, ୬୬ରୁ ଅଧିକ ଟ୍ରେନ୍ ବାତିଲ୍, ହଜାର ହଜାର ସୁରକ୍ଷାକର୍ମୀଙ୍କ ନଜର; CJP ପ୍ରଦର୍ଶନ ପୂର୍ବରୁ ରାଜଧାନୀରେ ଅଭୂତପୂର୍ବ ସୁରକ୍ଷା
- କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାଉଦି ବିମାନବନ୍ଦରରେ ଆତଙ୍କ; ଭାରତୀୟମାନଙ୍କୁ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ
- ୨ଦିନିଆ ଗସ୍ତ ଓଡ଼ିଶା ଗସ୍ତରେ ମୋହନ ଭାଗବତ
- ବୈଭବଙ୍କୁ କପିଳ ଦେବଙ୍କ ଚେତାବନୀ ,ବିନୋଦ କାମ୍ବଲୀଙ୍କ କ୍ୟାରିୟରକୁ ଦେଖ

Comments are closed.