ଭୁବନେଶ୍ୱର: ହକି ଟିମ୍ରେ ଓଡ଼ିଆଙ୍କ ଦବଦବା । ଟୋକିଓ ଅଲିମ୍ପିକ୍ସରେ ସାମିଲ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା । ୧୬ ଜଣିଆ ପୁରୁଷ ହକି ଟିମ୍ର ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ ବୀରେନ୍ଦ୍ର । କିଛି ଦିନ ବ୍ୟବଧାନରେ ଚିକିତତ୍ସିତ ହେବା ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ସେ । ପିଲା ବେଳରୁ ଖେଳ ପ୍ରତି ଦୁର୍ବଳତା ଥିବା ବୀରେନ୍ଦ୍ରଙ୍କ ବହୁ ଦିନର ସ୍ୱପ୍ନ ପୂରଣ ହୋଇଛି । ତେବେ ଟୋକିଓ ଅଲିମ୍ପିକ୍ସ ବୀରେନ୍ଦ୍ରଙ୍କ ପାଇଁ ବଡ଼ ସୁଯୋଗ । ଏ ନେଇ ନିଜ ଦଳଗତ ପ୍ରଦର୍ଶନ ଭଲ ରଖିବାକୁ ଆଶାବାଦୀ ରହିଛନ୍ତି ।
BREAKING NEWS
- ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
- ଭାରତର ଏହି ସ୍ୱଦେଶୀ ବ୍ରାଉଜର୍ କ୍ରୋମ୍-ଫାୟାରଫକ୍ସକୁ ଦେବ ଟକ୍କର
- ଓଡ଼ିଶାରେ କଇଁଛଙ୍କ ସଂଖ୍ୟା ୧୫.୧୧ ଲକ୍ଷ ଟପିଲା
- ଥାନା IIC ଙ୍କୁ ସଂଘବଦ୍ଧ ଆକ୍ରମଣ, ୨୦ ଅଟକ
- ବିରଜା ମନ୍ଦିର ଭିତରେ ପଶିଲେ ବିଦେଶୀ ନାଗରିକ
- ଏଣିକି ଲୁଣି ପାଣିରେ ବିଘଟିତ ହେବ ପ୍ଲାଷ୍ଟିକ!
- ଇରାନକୁ ଟ୍ରମ୍ପଙ୍କ ବୋମାମାଡ଼ ଧମକ
- ରାଜ୍ୟବ୍ୟାପୀ ଓଡିଶା ଦିବସ ପାଳିବ ବିଜେଡି
- ଧୋନିଙ୍କୁ କାହିଁକି ଏସବିଆଇ ଦିଏ ୬ କୋଟି ଟଙ୍କା? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
- ଇଣ୍ଡିଗୋ ଉପରେ ୯୪୪ କୋଟି ଟଙ୍କାର ଜୋରିମାନା
Comments are closed.