ଭୁବନେଶ୍ୱର: କରୋନାର ଭୟ ମନରୁ ଥମୁନି । ତା ସହିତ ପୁଣି ଡେଲଟା ପ୍ଲସ୍ ଭାରିଆଣ୍ଟ ଚିନ୍ତା ବଢାଇଛି । ନୂଆ ଭାରିଆଣ୍ଟ ଯୋଗୁ ଲୋକଙ୍କ ମନରେ ଭୟ ବଢି ଚାଲିଛି । ତେବେ ସବୁ ଭାରିଆଣ୍ଟ ଅପେକ୍ଷା ଡେଲଟା ଭାରିଆଣ୍ଟର ନୂଆ ମ୍ୟୁଟେସନ୍ ଡେଲଟା ପ୍ଲସ୍ ଭାରିଆଣ୍ଟବିପଦ ଜନକ । ହେଲେ ଏଥିପାଇଁ ଭୟଭୀତ ନହୋଇ ସତର୍କ ରହିବାକୁ WHOର ପରାମର୍ଶ ରହିଛି । ଟେଷ୍ଟିଂ ଓ ଟିକା କରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି । ପ୍ରତି ସମୟରେ ସତର୍କ ରହିବା ସହିତ ସାମଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା ଜରୁରୀ ହୋଇପଡିଛି ।
BREAKING NEWS
- ଚୌଦ୍ୱାର ଜେଲ୍ର ପୂର୍ବତନ ଅଧୀକ୍ଷକଙ୍କ ଜାମିନ ଆବେଦନ ଖାରଜ
- ଛାତ୍ର ସଂସଦ ନିର୍ବାଚନ ନେଇ ଚୂଡ଼ାନ୍ତ ହୋଇନି ନିଷ୍ପତ୍ତି: ମନ୍ତ୍ରୀ
- US Death Row: ଘାତକ ଇଂଜେକ୍ସନ ପରେ ବି ମୃତ୍ୟୁଦଣ୍ଡରୁ ବଂଚିଗଲେ କଏଦୀ, ଦଣ୍ଡାଦେଶ ସ୍ଥଗିତ
- ସମତା ଏକ୍ସପ୍ରେସରୁ ବିପୁଳ ପରିମାଣର ଗଞ୍ଜେଇ ଜବତ;୬ ଜଣ ମହିଳାଙ୍କୁ ବାନ୍ଧିଲା
- ଗଣେଶ ଭସାଣି ବେଳେ ଗଣ୍ଡଗୋଳ; ପଥରମାଡରେ ୬ ପୋଲିସ କର୍ମୀ ଆହତ
- UP Temple Case: ମନ୍ଦିର ମାଲିକାନା ପାଇଁ ମର୍ଡର
- ରାଜଧାନୀରେ ଲଜ୍ଜା, ବନ୍ଧୁକ ମୁନରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
- ଗରମରେ ସିଝିବ ଅକ୍ଟୋବର! ଶକ୍ତିଶାଳୀ ଏଲ୍ ନିନୋ ନେଇ ଚିନ୍ତା…
- ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ- ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ
- Smit Machchhar: ମରଣ ସହ ଲଢି ବୀରତ୍ବ ଦେଖାଇଲେ ଭାରତୀୟ ପାଇଲଟ୍…ସଲାମ୍ କରୁଛି ବିଶ୍ବ! ସୋସିଆଲ ମିଡିଆରେ ସ୍ମିତଙ୍କୁ ‘ଥାଙ୍କ୍ ୟୁ’ ବର୍ଷା…


Comments are closed.