ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତ । ଆଜି ସଂଧ୍ୟାରେ ବଜ୍ରାଘତରେ ଜିଲ୍ଲାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ ହେଲେ ବେତନଟୀ ଥାନା ପୁରୀଖୁଣ୍ଟା ଗାଁର ସୁଲୋଚନା ମହାନ୍ତ । ସେ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା । ସେହିପରି ବୈଶିଙ୍ଗା ଥାନା କଦଳୀଆ ଗାଁରେ ମଧ୍ୟ କିଛି ବ୍ୟକ୍ତି ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ସେଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ରମାକାନ୍ତ ବିନ୍ଧାଣି । ଉଭୟଙ୍କୁ ବେତନଟୀ ଡାକ୍ତରଖାନାକୁ ଅଣା ଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଆହତଙ୍କ ଚିକିତ୍ସା ଜାରି ରହିଛି ।
BREAKING NEWS
- ଇସ୍ରାଏଲ ଓ ହିଜବୁଲ୍ଲା ମଧ୍ୟରେ ଯୁଦ୍ଧବିରାମ ସହମତି: ବଡ଼ ଦାବି କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ
- କବିସୂର୍ଯ୍ୟନଗର ହାଜତ ମୃତ୍ୟୁ ଅଭିଯୋଗ: ଘଟଣାର ଏଚଆରପିସି ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି
- କଟକ ଭୁବନେଶ୍ୱର ରାସ୍ତାରେ ଉତ୍ତେଜନା: ମୃତଦେହ ରଖି ପରିବାର ଲୋକଙ୍କ ରାସ୍ତାରୋକ
- ବାରଙ୍ଗ ହାଜତ ନିର୍ଯାତନା ମାମଲାରେ ନୂଆ ମୋଡ଼: ଯୁବକ ଦୁର୍ଘଟଣାରେ ଆହତ ହୋଇଥିବା ପୋଲିସର ଦାବି
- ରାଜସ୍ୱ ଆଦାୟ ବୃଦ୍ଧି ପାଇଁ ସରକାରଙ୍କ କଡ଼ା ଆଭିମୁଖ୍ୟ: ସମସ୍ତ ବିଭାଗକୁ ମିଳିଲା ୧୦ ପ୍ରତିଶତ ବୃଦ୍ଧି ଲକ୍ଷ୍ୟ
- ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ଓ ଏନଏଚଆରସି ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ତଦନ୍ତର ଅଗ୍ରଗତି ନେଇ ହେଲା ସମୀକ୍ଷା
- ନରେନ୍ଦ୍ର ପୁଷ୍କରିଣୀରୁ ପୁଣି ମୃତଦେହ ଉଦ୍ଧାର;ମୃତ ବ୍ୟକ୍ତିଙ୍କ ପରିଚୟ ଖୋଜୁଛି ପୋଲିସ
- ଆମ୍ବ ପାଇଁ ହାତୀକୁ ମାରିକି ପୋତିଦେଲେ…ଫାର୍ମ ମାଲିକଙ୍କ ସମେତ ୩ ଗିରଫ
- ବାସନ୍ଦ ହେଲେ ଆରସିବିର ଟିମ ଡେଭିଡ
- କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ଶାଶୁବୋହୂମାଳୀ ବକ୍ସାଇଟ୍ OMCକୁ ଦେବା ପାଇଁ ସହଯୋଗ ଲୋଡିଲେ
Comments are closed.