କଟକ : ଜଗତପୁର କଣିବାଟି ନିକଟ କେନାଲରୁ ଉଦ୍ଧାର ହୋଇଛି ଯୁବକଙ୍କ ମୃତଦେହ । ମୃତ ଯୁବକ ହେଲେ ରମେଶ ଭୋଇ । ସେ ଜଣେ ଦିନ ମଜୁରିଆ ହୋଇଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ରମେଶ ନିଜ ଘରୁ ବାହାରି କେନାଲ ପାଖକୁ ଆସିଥିଲେ । କିନ୍ତୁ ତାପରେ ଆଉ ଘରକୁ ଫେରି ନଥିଲେ । ଏବଂ ସକାଳୁ କେନାଲ ଭିତରେ ତାଙ୍କ ମୃତଦେହ ମିଳିଥିଲା । ଏହାସହ କେନାଲର ପୋଲ ଉପରେ ରକ୍ତ ଛିଟା ପଡ଼ିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ବିକ ସ୍ଥିତିକୁ ଦେଖିଲେ ଏହା ଏକ ହତ୍ୟାକାଣ୍ଡ ହୋଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି । ଖବର ପାଇ ଜଗତପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
- ଚଳିତ ବର୍ଷ ବଜ୍ରାଘାତରେ ଯାଇଛି ୯୨ ଜଣଙ୍କ ଜୀବନ: ମନ୍ତ୍ରୀ
Comments are closed.