ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ସକ୍ରିୟ ଥିବା ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ । ନକ୍ସଲ ପନ୍ଥିଙ୍କ ଜାଗରକୋଣ୍ଡା ଏରିଆ କମିଟିର ସଦସ୍ୟ ହେମଲା ରାମା ଓ ମାଡକାମି ପାଇକା କୋତ୍ତାଗୁଡେମ ଏସପି ସୁନିଲ ଦତ୍ତଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ ପରେ ଏସପି ସୁନିଲ ଦତ୍ତ କହିଛନ୍ତି ଯେ, କରୋନାରେ ଆକ୍ରାନ୍ତ ହେବା ପରେ ଦଣ୍ଡକାରଣ୍ୟ ଅଞ୍ଚଳର ଅନେକ ନକ୍ସଲ ଏବେ ପୋଲିସ ନିକଟରେ ଆତ୍ମସମର୍ପଣ କରିବାକୁ ଚାହୁଁଛନ୍ତି । ହେଲେ ବଡ ନକ୍ସଲ ନେତା ସେମାନଙ୍କୁ ଧମକ ଦେଇ ଅଟକାଇ ରଖିଥିବା ଜଣାପଡିଛି ।
BREAKING NEWS
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- କୋଲକାତା ଟ୍ରେଜେଡି: ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ରିମାଣ୍ଡରେ ୭ ଅଭିଯୁକ୍ତ
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ

Comments are closed.