ପୁରୀ: ଦେବଦାସୀ ପରଶମଣିଙ୍କର ପରୋଲୋକ ଘଟିଛି । ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ବାସସ୍ଥାନରେ ପରଲୋକ ଘଟିଛି । ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯାଇଥିଲା। ତାଙ୍କୁ ମୁଖାଗ୍ନୀ ପ୍ରସନ୍ନ କୁମାର ଦାସ ଦେଇଥିଲେ । ସ୍ବର୍ଗତ ପରଶମଣି ଜଣେ ଅମାୟିକ ମଣିଷ ଥିଲେ। ମହାପ୍ରଭୁଙ୍କ ଦେବଦାସୀ ଭାବରେ ସେବା କରୁଥିଲେ କିନ୍ତି ବିଗତ କିଛି ବର୍ଷଧରି ଏହି ସେବାରୁ ନିବୃତ ଥିଲେ ପରଶମଣି । ସେ ମୁକ୍ତିମଣ୍ଡପ ସମ୍ମୁଖ ମାଜଣା ମଣ୍ଡପରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭଜନ ଓ ଜଣାଣ ଗାନ କରୁଥିଲେ ।
BREAKING NEWS
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ

Comments are closed.