ବାଲେଶ୍ବର : ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍କ୍ଷେପଣ ହେଲା ସୁପରସୋନିକ୍ କ୍ରୁଜ୍ ମିସାଇଲ ବ୍ରହ୍ମୋସ । ଉତ୍କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମୀକ୍ଷା । ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ସୁପରସୋନିକ୍ କ୍ରୁଜ୍ ମିସାଇଲ ବ୍ରହ୍ମୋସ । ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି । ଏହାର ଲକ୍ଷ୍ୟଭେଦ କ୍ଷମତା ୬୫୦ରୁ ୮୦୦ କିଲୋମିଟର । ଏହି କ୍ଷେପଣାସ୍ତ୍ର ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତି କରିପାରେ । ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ ।
BREAKING NEWS
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
- ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?
- ନିଶା ଦ୍ରବ୍ୟ ବିରୁଦ୍ଧରେ ଇସିଆଇର ଅଭିଯାନ; ଜବତର ହୋଇଛି ୪୫% ନିଶା ଦ୍ରବ୍ୟ
- ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା ଆଡଭାନୀ, ମୁରଲୀ, ମନମୋହନ ସିଂହ ଓ ଅନସାରୀ
- ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ
- ନେତାଙ୍କ ନାଁରେ ଆପତ୍ତିଜନକ ପୋଷ୍ଟ, ଛାଟ ମାରିଲା କମିଶନରେଟ ପୋଲିସ
- କଡ ଲେଉଟାଉଛି କରୋନା, ମାସ୍କ ପିନ୍ଧିବାକୁ ସତର୍କ ସୂଚନା ଜାରି