ବୁର୍ଲା : ବୁର୍ଲା ଭିମସାରରେ ପୁଣି ଉତ୍ତେଜନା । ଭିମସାରରେ ନିୟୋଜିତ ବେସରକାରୀ ସୁରକ୍ଷାକର୍ମୀ ଓ ଭିମସାର ନିକଟରେ ଥିବା ମା ତାରିଣୀ ବେସରକାରୀ ଆମ୍ବୁଲାନ୍ସ ଚାଳକ ସଂଘ ମୁହାଁମୁହିଁ ହୋଇଛନ୍ତି । ଭିମସାରର ସୁରକ୍ଷାକର୍ମୀମାନେ ବେସରକାରୀ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗୋଡାଇ ଗୋଡାଇ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଭିମସାରରେ ଦୀର୍ଘ ବର୍ଷ ହେଲା ଏହି ଆମ୍ବୁଲାନ୍ସ ସଂଘ ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇ ଆସୁଛି । ହେଲେ ଏଠାକାର ସୁରକ୍ଷାକର୍ମୀ ଓ ସୁପରଭାଇଜରମାନେ ଏହି ଡ୍ରାଇଭରମାନଙ୍କୁ ଟଙ୍କା ମାଗୁଥିବା ନେଇ ଅଭିଯୋଗ ହୋଇଛି । ସୁରକ୍ଷାକର୍ମୀ ଟଙ୍କା ମାଗିବା ଘଟଣାକୁ ନେଇ ଆଜି ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ । ଆମ୍ବୁଲାନ୍ସ ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି ।
BREAKING NEWS
- ରାଜଧାନୀ ୧ ନମ୍ବର ହାଟରେ ପୁଣି ଅଗ୍ନିକାଣ୍ଡ: ଜଳିଗଲା ଏକାଧିକ ଦୋକାନ
- ସାଂସଦଙ୍କ ପୁଅ ଗାଡ଼ି ଧକ୍କାରେ ଓଡ଼ିଆ ଯୁବତୀ ମୃତ: ଗିରଫ ହେଲାନି ଅଭିଯୁକ୍ତ
- ଓଡ଼ିଶା ଉପରେ ଦୁଇଟି ସକ୍ରିୟ ଘୂର୍ଣ୍ଣିବଳୟ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
- ଉଜୁଡ଼ିଗଲା ପୂରା ପରିବାର, iPhoneର ଜିଦ୍ ନେଇଗଲା ୩ ଜୀବନ
- Master Canteen Violence:ମାଷ୍ଟରକ୍ୟାଣ୍ଟିନ ହିଂସା:ଅନଲାଇନ୍ ଅଟୋ ସଂଘ ସଭାପତି ଦୀନବନ୍ଧୁ ପୁରୀରୁ ଗିରଫ
- ଯଥାଶୀଘ୍ର ପୂରଣ ହେବ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ
- Superstition Murder: ସ୍ତ୍ରୀକୁ ଫେରିପାଇବା ପାଇଁ ସାଙ୍ଗକୁ ବଳି
- ବଡ଼ ପରଦାରେ ପୁଣି ଏକାଠି ହେବେ ସନ୍ନି-ରାଜକୁମାର; ଖୁବ୍ଶୀଘ୍ର ଆସୁଛି ଆକ୍ସନ୍ ଥ୍ରୀଲର ଘାତକ ୨
- ଆଶ୍ରମ ବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ;ଗୋଟିଏ ସପ୍ତାହରେ ୧୦ ଛାତ୍ରଛାତ୍ରୀ ଆକ୍ରାନ୍ତ
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି

Comments are closed.