ଚଣ୍ଡୀଗଡ: ପଞ୍ଜାବ କଂଗ୍ରେସରେ ଗୁରୁ ଦାୟିତ୍ୱ ପାଇବା ପରେ ନବଜୋତ ସିଂ ସିଦ୍ଧୁ ନିଜସ୍ୱ ଶୈଳୀରେ କାମ ଆରମ୍ଭ କରିଛନ୍ତି । ପଞ୍ଜାବ କଂଗ୍ରେସର ମୁଖ୍ୟ ଭାବେ ନିଯୁକ୍ତ କରିଥିବାରୁ ମୁଁ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ନିକଟରେ ଋଣୀ । ଏହି ଅବସରରେ ସେ ପଣ୍ଡିତ ଜବାହାର ଲାଲ ନେହେରୁଙ୍କ ସହ ତାଙ୍କ ବାପାଙ୍କ ଫଟୋ ଶେୟାର କରିଛନ୍ତି ।
ପଞ୍ଜାବ ମଡେଲ ଓ ହାଇକମାଣ୍ଡଙ୍କୁ ୧୮ ସୂତ୍ରୀ ଏଜେଣ୍ଡା ମାଧ୍ୟମରେ ମୁଁ କାର୍ଯ୍ୟ କରିବି । ଜିତେଗା ପଞ୍ଜାବ ମିଶନ ମାଧ୍ୟମରେ ମୁଁ ଲୋକଙ୍କୁ ସେମାନଙ୍କ ପ୍ରକୃତ କ୍ଷମତା ପ୍ରଦାନ କରିବି । ଜଣେ ଦଳୀୟ କର୍ମକର୍ତା ଭାବେ ମୋ ଦ୍ୱାରା ଯାହା କିଛି ହେବ ମୁଁ କରିବି ବୋଲି ସିଦ୍ଧୁ କହିଛନ୍ତି ।
BREAKING NEWS
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
Comments are closed.