ଗୁଣୁପୁର: ପୁଣି ଜବତ ହୋଇଛି ଗଞ୍ଜେଇ । କେନ୍ଦୁଗୁଡା ଫାଣ୍ଡି ନିକଟରେ ଗାଡ଼ି ଯାଂଚ କରିବା ସମୟରେ ଏକ ପିକ୍ଅପ୍ ଭ୍ୟାନରୁ ଜବତ ହୋଇଛି ଏହି ଗଞ୍ଜେଇ । ଓଡ଼ିଶାରୁ ଝାଡଖଣ୍ଡକୁ ଗଞ୍ଜେଇ ଚାଲାଣ କରାଯାଉଥିଲା । ପୁଲିସ ଚଢାଉ କରି ୨୦୫ କେଜି ୬୫୦ଗ୍ରାମ ଗଞ୍ଜେଇ ଜବତ କରିଛି । ଯାହାର ମୂଲ୍ୟ ୨୦ଲକ୍ଷ ୫୦ହଜାର ଟଙ୍କା ବୋଲି ଜଣାପଡିଛି । ଏହା ସହିତ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରାଯାଇଛି । ଗିରଫ ବ୍ୟକ୍ତି ଜଣକ ହେଉଛନ୍ତି ଝାଡଖଣ୍ଡ ଅଞ୍ଚଳର । ତାଙ୍କ ନିକଟରୁ କିଛି ଟଙ୍କା ସହିତ ମୋବାଇଲ ଫୋନ୍ ଜବତ କରାଯାଇଛି । ଗିରଫ ବ୍ୟକ୍ତି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ।
BREAKING NEWS
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ
- ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ
- Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ
- ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ

Comments are closed.