ମସ୍କୋ: ରୁଷିଆର ଭରେନିକା ଦିଚକା ଏବଂ ଏକ ବିଶାଳକାୟ ଭାଲୁର ବନ୍ଧୁତା ସୋସିଆଲ ସାଇଟରେ ଚର୍ଚ୍ଚାର କାରଣ ସାଜିଛି । ଭରେନିକା ତାଙ୍କ ପୋଷା ଭାଲୁ ସହ ଦୈନିକ ନୋବୋସିବିର୍ସ୍କ ହ୍ରଦରେ ନୌକା ବିହାର କରନ୍ତି । ତାଙ୍କ ପ୍ରିୟ ଭାଲୁ କେବେ ହେଲେ କ୍ଷତି କରିବ ନାହିଁ ବୋଲି ସେ ବିଶ୍ୱାସର କୁହନ୍ତି । ୨୦୧୯ରେ ଭରେନିକା ଏକ ସଫାରୀ ପାର୍କରେ ଏହି ଭାଲୁର ଜୀବନ ରକ୍ଷା କରିଥିଲେ । ଏହା ପରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ସୃଷ୍ଟି ହୋଇଥିଲା । ଭାଲୁ ସହ ନୌକାରେ ଯିବା ବେଳେ ଉଭୟ ମାଛ ଧରନ୍ତି ଓ ମଜା କରନ୍ତି ।
ବିଶାଳକାୟ ଭାଲୁଟି ଯେତେବେଳେ ବି ଭୟ କରେ ଭରେନିକା ପଛରେ ଲୁଚିଯାଏ । ଫଟୋଗ୍ରାଫିରେ ରୁଚି ରଖିଥିବା ଏହି ରୁଷୀୟ ଲଳନା ସେମାନଙ୍କ ବନ୍ଧୁତାର ଫଟୋ ସୋସିଆଲ ସାଇଟରେ ଶେୟାର କରିଥିଲେ । ଯାହାକୁ ସମେସ୍ତ ପସନ୍ଦ କରୁଛନ୍ତି କହିଲେ ଭୁଲ ହେବନି । ସେ ମୋର ପରିବାରର ସଦସ୍ୟ, ପାଣିକୁ ବହୁତ ଭଲ ପାଉଥିବାରୁ ତାକୁ ବୁଲାଇବାକୁ ନିଏ ବୋଲି ଭରେନିକା କହିଛନ୍ତି ।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.