ପୁରୀ : ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡାବିତ୍ ଙ୍କୁ ଉତ୍ସାହିତ କରିବା ପାଇଁ ଉର୍ଜାବାନ ଓଡିଶା ତରଫରୁ ସାଇକେଲ ଶୋଭାଯାତ୍ରା l ଟୋକିଓ ଠାରେ ଅନୁଷ୍ଠିତ ଅଲିମ୍ପିକ୍ସରେ ଭାଗନେଉଥିବା ଭାରତୀୟ କ୍ରୀଡାବିତଙ୍କୁ ଉତ୍ସାହିତ କରିବା ପାଇଁ ଆଜି “ଉର୍ଜାବାନ ଓଡିଶା” ତରଫରୁ ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ଯାଏ ଏକ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l କରୋନା ମହାମାରୀ ଯୋଗୁଁ ଗତ ବର୍ଷ ସ୍ଥଗିତ ଥିବା ଏହି କ୍ରୀଡା ମହାକୁମ୍ଭ ରେ ଏ ବର୍ଷ ଭାରତୀୟ କ୍ରୀଡାବିତ ଙ୍କ ସଫଳତା ଦେଶ ପାଇଁ ସ୍ଵର୍ଣ୍ଣିମ ମୁହୂର୍ତ୍ତ ଆଣିଛି l ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟର ଛାତ୍ରୀ ସମାଜସେବୀ ଉପସ୍ଥିତ ଥିଲେ l
BREAKING NEWS
- କୋଲ୍ଡ ମୁନ କଣ? ଆଜି ଆକାଶରେ ସାଧାରଣ ଚନ୍ଦ୍ରଠୁ ୧୦ ପ୍ରତିଶତ ବଡ଼ ଦିଶିବ
- Shark Fish in Balasore: ସମୁଦ୍ରରୁ ୨ଟି ବିଶାଳ ସାର୍କଙ୍କ ମୃତଦେହ ଉଦ୍ଧାର; ୬ କ୍ବିଣ୍ଟାଲରୁ ହେବ ଉର୍ଦ୍ଧ୍ବ
- ୬୯ ଟେଷ୍ଟ ପରେ ଘରୋଇ ସିରିଜରୁ ବାଦ ପଡିଲେ ଅଷ୍ଟ୍ରେଲିଆର ଏହି ଖେଳାଳି
- Birupa River: ବିରୂପା ନଦୀରୁ ଖସିପଡ଼ିଲା କାର୍;ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
- Sanchar Saathi App :ସରକାର ବଦଳାଇଲେ ନିଜ ନିଷ୍ପତ୍ତି, ‘ସଞ୍ଚାର ସାଥୀ ଆପ୍’ ବାଧ୍ୟତାମୂଳକ ନୁହଁ…
- Fighter Jet Crash: ବଡ଼ ବିମାନ ଦୁର୍ଘଟଣା, ଅଳ୍ପକେ ବଞ୍ଚିଗଲା ପାଇଲଟଙ୍କ ଜୀବନ…
- Russian President :ଆଜି ଭାରତ ଆସୁଛନ୍ତି ଋଷ୍ ରାଷ୍ଟ୍ରପତି ପୁଟିନ୍, ଭାରତ ସହ କରିପାରନ୍ତି ବଡ଼ ଡ଼ିଲ୍!
- Naxal Encounter: ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୧୨ ମାଓବାଦୀ ନିହତ; ୩ ଯବାନ ସହିଦ
- ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ବ୍ରତତୀ ହରିଚନ୍ଦନ
- SI recruitment scam: ସିଲିକନ ଟେକ୍ ସହ ସମସ୍ତ ଚୁକ୍ତି ବାତିଲ କଲେ ରାଜ୍ୟ ସରକାର
Comments are closed.