ପୁରୀ : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ପି. ଭି. ସିନ୍ଧୁ ଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି | ପି. ଭି. ସିନ୍ଧୁ ମହିଳା ସିଙ୍ଗଲ ବ୍ୟାଡମିଣ୍ଟନରେ ଭାରତକୁ ୨ଥର ଅଲିମ୍ପିକ୍ସରେ ମେଡାଲ ଜିତିବାରେ ସକ୍ଷମ ହୋଇପାରିଛନ୍ତି | ତାଙ୍କୁ ସ୍ୱାଗତ ଜଣାଇ ଏବଂ ତାଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେବାପାଇଁ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି | ଏଥିରେ ସେ “Congrats to P.V. Sindhu” ର ବାର୍ତ୍ତା ଦେଇଛନ୍ତି | ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ଘଣ୍ଟା ସମୟ ଲାଗିଥିଲା |
BREAKING NEWS
- ରଣଜୀ ଟ୍ରଫି: ଓଡିଶା ବିପକ୍ଷରେ ଝାରଖଣ୍ଡ ୩୮ ରନରେ ପଛୁଆ
- ବଲିଉଡ ଫିଲ୍ମ କାହିଁକି ଶୁକ୍ରବାର ଦିନ ରିଲିଜ୍ ହୁଏ ?
- CBI Raid: ୭୫ ହଜାର ଟନ୍ କୋଇଲାର ମିଳୁ ନାହିଁ ହିସାବ; MCLରେ ସିବିଆଇର ତନାଘନା
- ରାଜ୍ୟର ସହରାଞ୍ଚଳରେ ପାର୍କର ବଦଳିବ ରୂପରେଖ: ନଗର ଉନ୍ନୟନ ମନ୍ତ୍ରୀ
- ଟି୨୦ ବିଶ୍ୱକପ କ୍ରିକେଟ: ଘୋଷଣା ହେଲା ମ୍ୟାଚ ଅଫିସିଆଲଙ୍କ ନାମ, ୨ଜଣ ଭାରତୀୟ ସାମିଲ
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
Comments are closed.